1 João 2
DSO vs ARIB
1 ଏ ମର୍ ପିଲାଟକି ପାରା ଅଇରଇବା ଲକ୍ମନ୍, ତମ୍କେ ମୁଇ ଏଟା ଲେକ୍ଲିନି । ଜେନ୍ତିକି ତମେ ପାପ୍ ନ କରାସ୍ । ମାତର୍ କେ ଜଦି ପାପ୍ କଲେ ଆମର୍ ବାବା ପର୍ମେସରର୍ ମୁଆଟେ ଟିଆଅଇରଇବା ଗଟେକ୍ ଲକ୍ ଆମର୍ ପାଇ ଗୁଆରି କଲାନି । ସେ ଅଇଲାନି ଜିସୁକିରିସ୍ଟ । ପର୍ମେସର୍ ଦେକ୍ବା ଇସାବେ ସେ ପୁରାପୁରୁନ୍ ସତ୍ଆଚେ ।
1 Meus filhinhos, estas coisas vos escrevo, para que não pequeis; mas, se alguém pecar, temos um Advogado para com o Pai, Jesus Cristo, o justo.
2 ଆମର୍ ବୁଲ୍ କାମର୍ପାଇ ଆମର୍ ବାଦୁଲେ ପର୍ମେସର୍ ଜିସୁକେ ଡଣ୍ଡ୍ ଦେଲା । ତାର୍ଲାଗି ଅବ୍କା ଆମର୍ ପାପ୍ସେ ନଏଁ ମାତର୍ ଗୁଲାଇଟାନେ ରଇବା ସବୁଲକର୍ ପାପ୍ ସେ କେମା କର୍ସି ।
2 E ele é a propiciação pelos nossos pecados, e não somente pelos nossos, mas também pelos de todo o mundo.
3 ଆମେ ତାକେ ଜାନ୍ବା ଲକ୍ ଅଇଲୁଆଚୁ । ଜଦି ଆମେ ତାର୍ ତିଆର୍ଲାଟା ମାନ୍ଲୁନି, ଏଟା ଡାଁଟ୍ସଙ୍ଗ୍ ଜାନ୍ଲୁନି ।
3 E nisto sabemos que o conhecemos; se guardamos os seus mandamentos.
4 କେ ଜଦି ମୁଇ ପର୍ମେସର୍କେ ଜାନିଆଚିବଲି କଇକରି, ତାର୍ ତିଆର୍ଲାଟା ନ ମାନେ, ସେ ମିଚ୍ କଇଲାନି ଆରି ସେ ସତ୍ ବିସଇମନ୍ ନାଜାନେ ।
4 Aquele que diz: Eu o conheço, e não guarda os seus mandamentos, é mentiroso, e nele não está a verdade;
5 ମାତର୍ ଜେ ଜଦି ତାର୍ ବାକିଅ ମାନ୍ସି, ସେନ୍ତାର୍ ଆଲେ ପର୍ମେସରର୍ପାଇ ରଇବା ତାର୍ ଆଲାଦ୍ ସତଇସେ ପୁରାପୁରୁନ୍ ସିଦ୍ ଅଇଆଚେ । ଆମେ ପର୍ମେସରର୍ ସଙ୍ଗ୍ ମିସ୍ଲୁଆଚୁ ବଲି ଦେକାଇବା ବିସଇ ।
5 mas qualquer que guarda a sua palavra, nele realmente se tem aperfeiçoado o amor de Deus. E nisto sabemos que estamos nele;
6 କେ ଜଦି ପର୍ମେସରର୍ ସଙ୍ଗ୍ ମିସିଆଚି ବଲି କଇଲେ, ଜିସୁର୍ ଚଲାଚଲ୍ତି ପାରା ଚଲ୍ବାର୍ଆଚେ ।
6 aquele que diz estar nele, também deve andar como ele andou.
7 ଏ ମର୍ ଆଲାଦର୍ ମଇତର୍ମନ୍, ମୁଇଁ ତମର୍ ଲଗେ କାଇମିସା ନୁଆ ଆଦେସ୍ ଲେକିନାଇ । ତମେ ଜିସୁର୍ ସଙ୍ଗ୍ ଜିବାକେ ଆରାମ୍ କଲାବେଲେଅନି, ଏ ସମାନ୍ ଆଦେସ୍ ତମେ ଜାନିଆଚାସ୍ । ସେ ପୁର୍ନା ଆଦେସ୍ ସୁନି ସାରାଇଆଚାସ୍ ।
7 Amados, não vos escrevo mandamento novo, mas um mandamento antigo, que tendes desde o princípio. Este mandamento antigo é a palavra que ouvistes.
8 ମାତର୍ ଏଟା ଗଟେକ୍ ନୁଆ ଆଦେସ୍ ପାରା ମିସା ଆଚେ । କାଇକେବଇଲେ ତେଇର୍ ସତ୍ ବିସଇ କିରିସ୍ଟ ଲଗେ ଆରି ତମର୍ ଲଗେ ଡିସ୍ଲାନି । ଆନ୍ଦାର୍ ଉଟିଗାଲାନି, ଆରି ସତ୍ ଉଜଲ୍ ଡିସ୍ଲାନି ।
8 Contudo é um novo mandamento que vos escrevo, o qual é verdadeiro nele e em vós; porque as trevas vão passando, e já brilha a verdadeira luz.
9 ଜଦି କେ ମିସା ପର୍ମେସରର୍ ଉଜଲ୍ ଆରି ସୁକଲ୍ ଇସାବେ ଚଲାଚଲ୍ତି କଲିନି ବଲି କଇକରି ତାର୍ ସଙ୍ଗ୍ ମିସିବିଡି ରଇବା ବିସ୍ବାସି ବାଇବଇନିମନ୍କେ ଗିନ୍ କର୍ସି, ସେ ଏବେଜାକ ଆନ୍ଦାରେସେ ରଇଲାନି ।
9 Aquele que diz estar na luz, e odeia a seu irmão, até agora está nas trevas.
10 ଜନ୍ ଲକ୍ମନ୍ ତାକର୍ ମିସିବିଡି ରଇବା ବିସ୍ବାସି ବାଇବଇନିମନ୍କେ ଆଲାଦ୍ କର୍ବାଇ, ସେମନ୍ ପର୍ମେସରର୍ ସୁକଲ୍ ଇସାବେ ଚଲାଚଲ୍ତି କଲାଇନି । ସେମନର୍ ଜିବନେ ବିନ୍ ଲକ୍ମନ୍କେ ପାପ୍ କରାଇବା କାଇ ବିସଇ ନାଇ ।
10 Aquele que ama a seu irmão permanece na luz, e nele não há tropeço.
11 ମାତର୍ ଜେ ମିସା ମିସିବିଡି ରଇବା ବିସ୍ବାସି ବାଇବଇନିମନ୍କେ ଗିନ୍ କଲେ, ସେ ଆନ୍ଦାରେ ଆଚେ । ସେ ବୁଲ୍ ଟିକ୍ ନାଜାନିକରି ଚଲାଚଲ୍ତି କଲାନି । ସେ କନ୍ତି ଗାଲାନି ସେଟା ନାଜାନେ । କାଇକେବଇଲେ ସେ ଆନ୍ଦାର୍ ତାର୍ ଆକିକେ କାଣା କରିଆଚେ ।
11 Mas aquele que odeia a seu irmão está nas trevas, e anda nas trevas, e não sabe para onde vai; porque as trevas lhe cegaram os olhos.
12 ଏ ଆଲାଦର୍ ପିଲାମନ୍, ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ କିରିସ୍ଟର୍ ଲାଗି ତମର୍ ପାପ୍ କେମା ଅଇଲାଆଚେ ।
12 Filhinhos, eu vos escrevo, porque os vossos pecados são perdoados por amor do seu nome.
13 ଏ ବଡ୍ଲକ୍ମନ୍, ମୁଇ ତମ୍କେ ଲେକ୍ଲିନି, କାଇକେବଇଲେ ତମେ କିରିସ୍ଟକେ ଜାନିଆଚାସ୍ । କାଇଟା ତିଆର୍ ନ ଅଇବା ଆଗ୍ତୁ ସେ ରଇଲା । ଏ ଦାଙ୍ଗ୍ଡାଦାଙ୍ଗ୍ଡିମନ୍ ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ ସବୁ କାରାପ୍ କାମ୍ କରାଇବା ସଇତାନ୍କେ ତମେ ଆରାଇଆଚାସ୍ ।
13 Pais, eu vos escrevo, porque conheceis aquele que é desde o princípio. Jovens, eu vos escrevo, porque vencestes o Maligno.
14 ଏ ଆଲାଦର୍ ପିଲାଟକିମନ୍, ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ ତମେ ବାବା ପର୍ମେସର୍କେ ଜାନିଆଚାସ୍ । ଏ ବଡ୍ ଲକ୍ମନ୍ ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ ତମେ କିରିସ୍ଟକେ ଜାନ୍ବା ଲକ୍ ଅଇଆଚାସ୍ । କାଇଟା ତିଆର୍ ନ ଅଇବା ଆଗ୍ତୁ ସେ ରଇଲା । ଏ ଦାଙ୍ଗ୍ଡାମନ୍ ମୁଇ ତମ୍କେ ଲେକ୍ଲିନି, କାଇକେବଇଲେ ତମେ ବିସ୍ବାସେ ଡାଟ୍ ଅଇଆଚାସ୍ । ପର୍ମେସରର୍ ବାକିଅ ସବୁବେଲେ ତମର୍ ମନେ ଆଚେ । ଆରି ସବୁ ରକାମ୍ ପାପ୍ କାମ୍ କରାଇବା ସଇତାନ୍କେ ଆରାଇଆଚାସ୍ ।
14 Eu vos escrevi, meninos, porque conheceis o Pai. Eu vos escrevi, pais, porque conheceis aquele que é desde o princípio. Eu escrevi, jovens, porque sois fortes, e a palavra de Deus permanece em vós, e já vencestes o Maligno.
15 ମୁଇ ତମ୍କେ କଇଲିନି ଏ ଜଗତର୍ ଚଲାଚଲ୍ତି ଆରି ତେଇରଇବା ସବୁ କାରାପ୍ ବିସଇ ଆଲାଦ୍ କରାନାଇ । କାଇକେବଇଲେ ଏ ଜଗତର୍ କାରାପ୍ ବିସଇର୍ ଆଲାଦ୍ କରି, ବାବା ପର୍ମେସର୍କେ ମିସା ଆଲାଦ୍ କରିନାପାରେ ।
15 Não ameis o mundo, nem o que há no mundo. Se alguém ama o mundo, o amor do Pai não está nele.
16 ସେ କାରାପ୍ ଚଲାଚଲ୍ତି ତେଇ ଲକ୍ମନ୍ ଜାଇଟା ମନ୍ କର୍ବାଇ, ଲକ୍ମନ୍ ଦେକିକରି ଲାଲ୍ସା ଅଇବାଟା, ସବୁ ବିସଇ ରଇଲାର୍ପାଇ ବଡ୍ପନ୍ ଅଇବାଟା ଏ ସବୁ ରଇସି । ଏ ରକାମ୍ ଚଲାଚଲ୍ତି ଏ କାରାପ୍ ଜଗତର୍ ଲାଗି ଅଇଲାଆଚେ । ଆମର୍ ବାବା ପର୍ମେସର୍ ଏନ୍ତାରି କର୍ବାକେ ଆମ୍କେ ତିଆରେନାଇ ।
16 Porque tudo o que há no mundo, a concupiscência da carne, a concupiscência dos olhos e a soberba da vida, não vem do Pai, mas sim do mundo.
17 ଏ କାରାପ୍ ଜଗତ୍ ଆରି ତେଇର୍ ସବୁ ରକାମ୍ ଚଲାଚଲ୍ତି ଦାପ୍ରେ ଉଟିଜାଇସି । ମାତର୍ ଜେ ପର୍ମେସର୍କେ ମାନ୍ସି, ସେ ନ ସାର୍ବା ଜିବନ୍ ପାଇସି ।
17 Ora, o mundo passa, e a sua concupiscência; mas aquele que faz a vontade de Deus, permanece para sempre.
18 ଏ ପିଲାଟକିମନ୍, ଏ ଦିନ୍ମନ୍ ଏ ଜଗତର୍ ସାରାସାରି ଦିନ୍ । କିରିସ୍ଟକେ ବିରଦ୍ କର୍ବା ଗଟେକ୍ ଡାକ୍ପୁଟା ଲକ୍ ବାରଇସି ବଲି ଆମେ ତମ୍କେ କଇରଇଲୁ, ସେଟା ମନେ ପାକାଆ । ଏବେମିସା କିରିସ୍ଟକେ ବିରଦ୍ କର୍ବାଟାମନ୍ ଜବର୍ ଉଟ୍ଲାଇ ଆଚତ୍ । ସେଟାର୍ଲାଗି ଏ ଜଗତର୍ ସାରାସାରି ଦିନ୍ ଲଗେ ଅଇଲା ବଲି ଆମେ ଜାନ୍ଲୁନି ।
18 Filhinhos, esta é a última hora; e, conforme ouvistes que vem o anticristo, já muitos anticristos se têm levantado; por onde conhecemos que é a última hora.
19 ଏ ବିରଦ୍ କର୍ବାଟାମନ୍ ଆମର୍ ସଙ୍ଗ୍ ମିସିବିଡି ରଇଲାଇ । ଆରି ଏବେ ସେମନ୍ ଚାଡିଦେଲାଇ । ସେମନ୍ କେବେ ମିସା ଆମର୍ ମିସାବିଡାଟାନେ ମିସତ୍ନାଇ । ଜଦି ସେମନ୍ ସତଇସେ ଆମର୍ ସଙ୍ଗର୍ ବିସ୍ବାସି ଅଇରଇଲେ, ଆମର୍ ସଙ୍ଗ୍ ରଇତାଇ । ମାତର୍ ସେମନ୍ ଚାଡ୍ଲାର୍ପାଇ ଆମର୍ ଦଲର୍ ଲକ୍ ନଅତ୍ ବଲି ଜାନାପଡ୍ଲା ।
19 Saíram dentre nós, mas não eram dos nossos; porque, se fossem dos nossos, teriam permanecido conosco; mas todos eles saíram para que se manifestasse que não são dos nossos.
20 ମାତର୍ କିରିସ୍ଟ ତମ୍କେ ସୁକଲ୍ ଆତ୍ମା ଦେଲାଆଚେ ।
20 Ora, vós tendes a unção da parte do Santo, e todos tendes conhecimento.
21 ତମେ ସତ୍ ନାଜାନାସ୍ ବଲିକରି ମୁଇ ତମ୍କେ ଲେକ୍ଲିନି, ସେନ୍ତାରି ନଏଁ । ମାତର୍ ସେଟା ତମେ ନିକ ସଙ୍ଗ୍ ଜାନାସ୍ । ଆରି ସତ୍ ସିକିଆ ସଙ୍ଗ୍ ବୁଲ୍ ସିକିଆ କେବେ ନ ମିସେ ।
21 Não vos escrevi porque não soubésseis a verdade, mas porque a sabeis, e porque nenhuma mentira vem da verdade.
22 ତେବେ କେ ମିଚ୍ କଇଲାଇନି ? ଜିସୁକେ ମସିଅ ନଏଁ ବଲି ଜେ କଇଲାନି, ସେ ଆକା ସବୁର୍ଟାନେଅନି ବଡ୍ ମିଚୁଆ । ସେନ୍ତାରି ଲକ୍ମନ୍ କିରିସ୍ଟର୍ ବିରଦି ଲକ୍ମନ୍ । ସେମନ୍ ଉଜେ ବାବା ପର୍ମେସର୍କେ ଆରି ତାର୍ ପଅ ଜିସୁ କିରିସ୍ଟକେ ନାମତ୍ନାଇ ।
22 Quem é o mentiroso, senão aquele que nega que Jesus é o Cristo? Esse mesmo é o anticristo, esse que nega o Pai e o Filho.
23 ଜେ ଜଦି ପର୍ମେସରର୍ ପଅକେ ନାମେ ନାଇ, ସେ ବାବା ପର୍ମେସର୍କେ ମିସା ନାମେ ନାଇ, ଜେ ପର୍ମେସରର୍ ପଅକେ ନାମ୍ସି, ସେ ବାବା ପର୍ମେସର୍କେ ମିସା ନାମ୍ସି ।
23 Qualquer que nega o Filho, também não tem o Pai; aquele que confessa o Filho, tem também o Pai.
24 ତମେ କିରିସ୍ଟର୍ ସଙ୍ଗ୍ ଜିବାକେ ଆରାମ୍ ଅଇଲାତେଇଅନି ଜନ୍ କବର୍ ସୁନିଆଚାସ୍, ସେଟା ସବୁବେଲେ ମନେ ପାକାଆ । ଜଦି ସେ କବର୍ ତମର୍ ମନେ ରଇସି, ସେନ୍ତାର୍ଆଲେ ତମେ ବାବା ପର୍ମେସର୍ ସଙ୍ଗ୍ ଆରି ତାର୍ ପଅର୍ ସଙ୍ଗ୍ ମିସିକରି ରଇସା ।
24 Portanto, o que desde o princípio ouvistes, permaneça em vós. Se em vós permanecer o que desde o princípio ouvistes, também vós permanecereis no Filho e no Pai.
25 କିରିସ୍ଟ ନିଜେ ଆମ୍କେ ନ ସାର୍ବା ଜିବନ୍ ଦେବି ବଲି କାତାଦେଇଆଚେ ।
25 E esta é a promessa que ele nos fez: a vida eterna.
26 ଜନ୍ ଲକ୍ମନ୍ ତମ୍କେ ସୁବ୍କବର୍ ଜାନାଇଲୁନି ବଲି ବୁଲ୍ ସିକିଆ ଦେଇ ତମ୍କେ ନାଡାଇବାକେ ଚେସ୍ଟା କଲାଇନି, ସେମନର୍ ବିସଇ ଜାନାଇବାକେ ଏ ସବୁ ବିସଇ ମୁଇ ତମ୍କେ ଲେକ୍ଲିନି ।
26 Estas coisas vos escrevo a respeito daqueles que vos querem enganar.
27 ମାତର୍ ତମେ ନାଡାଇ ନ ଉଆସ୍ । କାଇକେବଇଲେ କିରିସ୍ଟ ତାର୍ ସୁକଲ୍ଆତ୍ମା ତମ୍କେ ଦେଇଆଚେ । ସେ ସୁକଲ୍ଆତ୍ମା ଏବେ ମିସା ତମର୍ ବିତ୍ରେ ଆଚେ । ତେବର୍ପାଇ କେ ମିସା ବିନ୍ ଲକ୍ ତମ୍କେ ସିକାଇବାକେ ଲଡାନାଇ । ସୁକଲ୍ଆତ୍ମା ତମ୍କେ ସବୁ ବିସଇର୍ ସତ୍ ସିକାଇସି । ତେଇ ସେ ଜନ୍ଟା ସିକାଇସି, ସେଟା ପୁରାପୁରୁନ୍ ସତ୍ । ତେଇ କାଇ ବୁଲ୍ ବିସଇ ନ ରଏ । ତେବର୍ପାଇ ମୁଇ ତମ୍କେ କଇଲିନି, କିରିସ୍ଟର୍ ସଙ୍ଗ୍ ମିସିରୁଆ ।
27 E quanto a vós, a unção que dele recebestes fica em vós, e não tendes necessidade de que alguém vos ensine; mas, como a sua unção vos ensina a respeito de todas as coisas, e é verdadeira, e não é mentira, como vos ensinou ela, assim nele permanecei.
28 ଏ ଆଲାଦର୍ ପିଲାଟକିମନ୍, ମୁଇ ତମ୍କେ ଆରିତରେକ୍ କଇଲିନି କିରିସ୍ଟର୍ ସଙ୍ଗ୍ ମିସିକରି ରୁଆ । ଜେନ୍ତାରି କି ସେ ଆରିତରେକ୍ ଏ ଜଗତେ ବାଉଡିଆଇଲାବେଲେ ତାକେ ବେଟ୍ ଅଇବାକେ ତାକେ ନ ଡରୁ କି ଲାଜ୍ ମିସା ନ ଉଆସ୍ ।
28 E agora, filhinhos, permanecei nele; para que, quando ele se manifestar, tenhamos confiança, e não fiquemos confundidos diante dele na sua vinda.
29 ଆମେ ଜାନିଆଚୁ, କିରିସ୍ଟ ଅନିଆଇ କାମ୍ ନ କରେ । ଏଟାମିସା ଜାନିଆଚୁ, ଜନ୍ଲକ୍ମନ୍ ସତ୍ କାମ୍ କର୍ବାଇ, ସେମନ୍ ପର୍ମେସରର୍ ପିଲାଟକି ।
29 Se sabeis que ele é justo, sabeis que todo aquele que pratica a justiça é nascido dele.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?