2 Pedro 3
DSO vs ARIB
1 ଏ ମର୍ ଆଲାଦର୍ ବାଇବଇନିମନ୍, ଏଟା ମୁଇ ତମର୍ ଲଗେ ଦୁଇପାଲି ଅଇଲା ଚିଟି ଲେକ୍ଲିନି । ଏ ଦୁଇଟାଜାକ ଚିଟିତେଇ ଏ ସବୁ ବିସୟ୍ ମନେ ଏତାଇ ତମର୍ ମନେ ସୁକଲ୍ କର୍ବାପାଇ ଚିନ୍ତା କଲିନି ।
1 Amados, já é esta a segunda carta que vos escrevo; em ambas as quais desperto com admoestações o vosso ânimo sincero;
2 ବେସି ଆଗେ ସୁକଲ୍ ବବିସତ୍ବକ୍ତାମନ୍ ଜନ୍ସବୁ କାତା ଜାନାଇ ରଇଲାଇ ଆରି ଉଦାର୍ କର୍ବା ମାପ୍ରୁ ଦେଇରଇବା ଆଦେସ୍ ତମ୍କେ ପେରିତ୍ ସିସ୍ମନ୍ ଦେଇଆଚତ୍, ସେଟା ତମର୍ ମନେ ଏତାଇ ଦେବାକେ ମନ୍କଲିନି ।
2 para que vos lembreis das palavras que dantes foram ditas pelos santos profetas, e do mandamento do Senhor e Salvador, dado mediante os vossos apóstolos;
3 ପର୍ତମେ ଏଟା ଜାନା ଜେ, ସାର୍ଲା ଦିନ୍ମନ୍କେ ଲକ୍ମନ୍ ନିଜର୍ ନିଜର୍ କାରାପ୍ ମନ୍କଲା ଇସାବେ ଚଲାଚଲ୍ତି କର୍ବାଇ । ସାରାସାରି ଦିନେ ସେମନ୍ ସତ୍କେ ନିସାର୍ କରି ପାଚାର୍ବାଇ ।
3 sabendo primeiro isto, que nos últimos dias virão escarnecedores com zombaria andando segundo as suas próprias concupiscências,
4 ଆରି କିଜାଇକରି କଇବାଇ, “ଜିସୁ ଆଇବି ବଲି କାତା ଦେଇରଇଲାଟା, କେନେ ତେବେ ?” କାଇକେବଇଲେ ପୁର୍ବେଅନି ଆମର୍ ଆନିଦାଦିମନ୍ ମଲାତେଇଅନି ଏବ୍କେ ଜାକ ସବୁ ବିସଇ ଜେନ୍ତି ରଇଲା, ଏବେ ମିସା ସେନ୍ତାର୍ସେ ଆଚେ ।
4 e dizendo: Onde está a promessa da sua vinda? porque desde que os pais dormiram, todas as coisas permanecem como desde o princípio da criação.
5 ସେମନ୍ ଜାନି ଜାନି ପାସ୍ରିଗାଲାଇନି ଜେ ଆଗର୍ ବେଲ୍ ଆରି ବାଦଲ୍ ସବୁ ମାପ୍ରୁର୍ ବାକିଅର୍ ଲାଗି ଗଟ୍ଲା ଆଚେ, ଦର୍ତନି ପାନି ବିତ୍ରେଅନି ବାରଇଲା ଆଚେ ଆରି ଦର୍ତନି ଚାରିବେଟ୍ତି ପାନି ରଇଲା ବଲି ।
5 Pois eles de propósito ignoram isto, que pela palavra de Deus já desde a antiguidade existiram os céus e a terra, que foi tirada da água e no meio da água subsiste;
6 ତାର୍ଲାଗି ସେ ସେବେଲେ ପୁର୍ନା ଜଗତ୍ ପାନି ସଙ୍ଗ୍ ବୁଡି ନସିଗାଲା ।
6 pelas quais coisas pereceu o mundo de então, afogado em água;
7 ମାତର୍ ଏବେ ରଇବା ବାଦଲ୍ ଆରି ଦର୍ତନି ସେ ବାକିଅର୍ ଲାଗି, ଦରମ୍ ନଇଲା ଲକ୍ମନ୍କେ ବିଚାର୍ ଆରି ବିନାସର୍ ଦିନ୍ ଜାକ, ଜଇ ସଙ୍ଗ୍ ନସ୍ଟ ଅଇବାକେ ଜମାଇକରି ସଙ୍ଗଇଲା ଆଚେ ।
7 mas os céus e a terra de agora, pela mesma palavra, têm sido guardados para o fogo, sendo reservados para o dia do juízo e da perdição dos homens ímpios.
8 ମାତର୍ ଏ ଆଲାଦର୍ ବାଇମନ୍, ମାପ୍ରୁ ଦେକ୍ବା ଇସାବେ, ଗଟେକ୍ ଦିନ୍ଜେ ଅଜାର୍ ବରସ୍ ପାରା, ଆରି ଅଜାର୍ ବରସ୍, ଗଟେକ୍ ଦିନ୍ ପାରା, ଏ ମୁଲିକା ରଇଲା ବିସଇ ତମେ ପାସ୍ରା ନାଇ ।
8 Mas vós, amados, não ignoreis uma coisa: que um dia para o Senhor é como mil anos, e mil anos como um dia.
9 ଅଲସମ୍ ଅଇସି ବଲି କେତେଲକ୍ ଏତାଇଲାଇନି, ମାତର୍ ମାପ୍ରୁ ନିଜେ କାତା ଦେଲା ବିସଇ ସେନ୍ତାର୍ ଅଲ୍ସମ୍ କରେନାଇ । ମାତର୍ କେମିସା ଜେନ୍ତିକି ବିନାସ୍ ନଅତ୍, ସେମନ୍ ସବୁ ମନ୍ ବାଦ୍ଲାଇବାଇ, ଏଟା ସେ ମନ୍କରି ତମର୍ ପାଇ ବଲି ଅଲ୍ସମ୍ ଅଇଲାନି ।
9 O Senhor não retarda a sua promessa, ainda que alguns a têm por tardia; porém é longânimo para convosco, não querendo que ninguém se perca, senão que todos venham a arrepender-se.
10 ମାପ୍ରୁର୍ ଦିନ୍ ଚର୍ ଆଇଲା ରକାମ୍ କେଟିଜାଇସି । ସେ ଦିନେ ବାଦଲ୍ ସବୁ ବେସି ସବଦ୍ ସଙ୍ଗ୍ ନସ୍ଟ ଅଇଜାଇସି, ବାଦ୍ଲେ ଉଜଲ୍ ରଇବାଟାମନ୍ ସବୁ ସିଲିଜାଇସି, ପୁର୍ତିବି ଆରି ସିତି ରଇଲା ଲକ୍ମନ୍ ତିଆର୍ କଲା ଜେତେକ୍ ସବୁ ଜିନିସ୍ ପଡିଜିବାଇ ।
10 Virá, pois, como ladrão o dia do Senhor, no qual os céus passarão com grande estrondo, e os elementos, ardendo, se dissolverão, e a terra, e as obras que nela há, serão descobertas.
11 ଏ ସବୁ ବିସଇ ଏ ରକାମ୍ ଆଜିଜାଇସି, ତେବର୍ ପାଇ ତମେମନ୍ ବେସି ସୁକଲ୍ ଆରି ଜାଗ୍ରତ୍ସଙ୍ଗ୍ ରଇବାର୍ ଆଚେ।
11 Ora, uma vez que todas estas coisas hão de ser assim dissolvidas, que pessoas não deveis ser em santidade e piedade,
12 ମାପ୍ରୁ ଆଇବା ଦିନ୍କେ ଜାଗି କରି, ସେଟାଜେନ୍ତି ଦାପ୍ରେ ଆଇସି, ସବୁ ବେଲେ ଦରମ୍ ଚଲାଚଲ୍ତି କର୍ବାର୍ ଆଚେ ।
12 aguardando, e desejando ardentemente a vinda do dia de Deus, em que os céus, em fogo se dissolverão, e os elementos, ardendo, se fundirão?
13 ଆମେ ସେ କାତା ଦେଲା ଇସାବେ ନୁଆଁ ବାଦଲ୍ ଆରି ନୁଆଁ ପୁର୍ତିବିକେ ଜାଗ୍ଲୁନି । ସେଟା ଦରମ୍ଲକର୍ ବାସା ଅଇବା ଜାଗା ଅଇସି ।
13 Nós, porém, segundo a sua promessa, aguardamos novos céus e uma nova terra, nos quais habita a justiça.
14 ସେଟାର୍ ପାଇ ଏ ଆଲାଦର୍ ବାଇମନ୍, ତମେ ସେ ଦିନ୍କେ ଜାଗ୍ତେରୁଆ । ପର୍ମେସର୍ ଦେକ୍ବା ଇସାବେ, କାଇ ଦସ୍ ନ ଅଇତେ, ସୁକଲ୍ ଲକ୍ମନର୍ ପାରା, ତାର୍ ସଙ୍ଗ୍ ସାନ୍ତିଅଇ ରଇବାକେ ଜାଗ୍ରତ୍ ଉଆ ।
14 Pelo que, amados, como estais aguardando estas coisas, procurai diligentemente que por ele sejais achados imaculados e irrepreensível em paz;
15 ଆରି, ଆମର୍ ମାପ୍ରୁ ବେସି ଦିନ୍ ଜାଗ୍ବାଟା ଆରି ରକିଆ କର୍ବାଟା ବଲି ଏତାଆ । ଆମର୍ ଆଲାଦର୍ ବାଇ ପାଉଲ୍କେ ମିସା ମାପ୍ରୁ ତାକେ ଦେଲା ବୁଦି ଇସାବେ ତମର୍ ଲଗେ ଏନ୍ତାର୍ ଲେକ୍ଲା ଆଚେ ।
15 e tende por salvação a longanimidade de nosso Senhor; como também o nosso amado irmão Paulo vos escreveu, segundo a sabedoria que lhe foi dada;
16 ସେ ତାର୍ ସବୁ ଚିଟି ଲଗେ ମିସା ଏ ସମାନ୍ ବିସଇ ଲେକ୍ଲାଆଚେ । ମାତର୍ ତେଇଅନି କେତେଟା ବିସଇ ଲକ୍ମନ୍କେ ବୁଜ୍ବାକେ କସ୍ଟ ଆଚେ । ଜନ୍ ଲକ୍ମନ୍ ନିକ ସିକତ୍ନାଇ ଆରି ତାକର୍ ବିସ୍ବାସ୍ଟାନେ ଡାଟ୍ନାଇ, ଏ ସବୁ ବିସଇର୍ ଅରତ୍ ବୁଲ୍ଇସାବେ ବାତାଇଲାଇନି । ପର୍ମେସରର୍ ବାକିଅତେଇରଇବା କେତେଟା ବିନ୍ ବିସଇମନ୍ ମିସା ଏନ୍ତାରି ବୁଲ୍କରି ବାତାଇଲାଇନି । ଏନ୍ତାରି କଲାର୍ପାଇ ପର୍ମେସର୍ ସେମନ୍କେ କୁରୁପ୍ନାସ୍ କର୍ସି ।
16 como faz também em todas as suas epístolas, nelas falando acerca destas coisas, mas quais há pontos difíceis de entender, que os indoutos e inconstantes torcem, como o fazem também com as outras Escrituras, para sua própria perdição.
17 ଏ ଆଲାଦର୍ ବାଇମନ୍, ତମେ ଆଗେ ଅନି ଏ ସବୁ ବିସଇ ଜାନି ଜାଗର୍ତା ଅଇରୁଆ । କେଡେବଲ୍ ନିୟମ୍ ନ ମାନ୍ଲା ଲକର୍ ଆସାର୍ କାମର୍ ପାନ୍ଦ୍ଲଗେ ଅଦ୍ରି, ଡାଟ୍ସଙ୍ଗ୍ ରଇବା ବିସ୍ବାସେ ଅନି ଉନା ଉଆନାଇ ।
17 Vós, portanto, amados, sabendo isto de antemão, guardai-vos de que pelo engano dos homens perversos sejais juntamente arrebatados, e descaiais da vossa firmeza;
18 ମାତର୍ ଆମର୍ ମାପ୍ରୁ ଆରି ଉଦାର୍ କର୍ବା ଜିସୁକିରିସ୍ଟର୍ ଜିବନ୍ ଦୁକାଇଲାଟା ଆରି ଗିଆନ୍ ସଙ୍ଗ୍ ଅଦିକ୍ ଅଦିକ୍ ବଡା । ଏବେ ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ଜାକ ସେ ଡାକ୍ପୁଟା ପାଅ । ଆମେନ୍ ।
18 antes crescei na graça e no conhecimento de nosso Senhor e Salvador Jesus Cristo. A ele seja dada a glória, assim agora, como até o dia da eternidade.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?