Filipenses 4
DSO vs ARC
1 ତେବର୍ ପାଇ ଏ ମର୍ ବିସ୍ବାସି ବାଇବଇନିମନ୍, ମୁଇ ତମ୍କେ ଆଲାଦ୍ କରି ଦେକ୍ବାକେ ମନ୍ କଲିନି, ତମେ ମକେ ବେସି ସାର୍ଦା କରାଇଲାସ୍ନି ଆରି ତମେ ଆକା ମର୍ ପୁରୁସ୍କାର୍ । ମର୍ ମଇତର୍ମନ୍, ମୁଇ ତମ୍କେ ଜେତ୍କି ବିସଇ କଇଆଚି, ସେନ୍ତାରିସେ ମାପ୍ରୁର୍ଟାନେ ବିସ୍ବାସେ ଡାଟ୍ ରୁଆ ।
1 Portanto, meus amados e mui queridos irmãos, minha alegria e coroa, estai assim firmes no Senhor, amados.
2 ଇୟଦିଆକେ ଆରି ସନ୍ତୁକେ ମୁଇ ବାବୁଜିଆକରି କଇଲିନି, ତମେ ଦୁଇଲକ୍ ଜାକ ମାପ୍ରୁର୍ ଲକ୍ ଅଇଆଚାସ୍ । ତେବର୍ ପାଇ ତମର୍ ବିତ୍ରେ ଗଟେକ୍ ମନ୍ ଅଇ ରାଜିଉଆ ।
2 Rogo a Evódia e rogo a Síntique que sintam o mesmo no Senhor.
3 ଆରି ବାଇ ଜେ କି ସବୁବେଲେ ମକେ ସାଇଜ କର୍ସୁ, ଏ ଦୁଇଟା ମାଇଜିମନ୍ ସାନ୍ତି ସଙ୍ଗ୍ ରଇବାକେ ତୁଇ ସାଇଜ କର୍ । କାଇକେବଇଲେ ସୁବ୍କବର୍ ଜାନାଇବା କାମେ ସେମନ୍ ମର୍ସଙ୍ଗ୍ ରଇକରି ବେସି ଆବଡ୍ ଅଇଲାଇ ଆଚତ୍ । ସେନ୍ତାରିସେ କେଲେମେନ୍ଟ ଆରି ବିନ୍ ଲକ୍ମନ୍ ମିସା ମର୍ ସଙ୍ଗ୍ କାମ୍ କର୍ତେରଇଲାଇ । ପର୍ମେସର୍ ତାର୍ ବଇଟାନେ ସେମନର୍ ସବୁ ଲକର୍ ନାଉଁ ଲେକ୍ଲା ଆଚେ । ସେ ସବୁ ଲକ୍ ନ ସାର୍ବା ଜିବନ୍ ପାଇଲାଇ ଆଚତ୍ ।
3 E peço-te também a ti, meu verdadeiro companheiro, que ajudes essas mulheres que trabalharam comigo no evangelho, e com Clemente, e com os outros cooperadores, cujos nomes estão no livro da vida.
4 ମାପ୍ରୁର୍ ସଙ୍ଗ୍ ମିସିରଇଲାର୍ପାଇ ସବୁବେଲେ ସାର୍ଦା ଅଇକରି ରୁଆ । ମୁଇ ଆରିତରେକ୍ କଇଲିନି ସାର୍ଦା ଅଇକରି ରୁଆ ।
4 Regozijai-vos, sempre, no Senhor; outra vez digo: regozijai-vos.
5 ଦରମ୍ ଅଇକରି ସବୁ ଲକର୍ ସଙ୍ଗ୍ ଚଲାଚଲ୍ତି କରା । ମାପ୍ରୁ ଆଇବା ଦିନ୍ କେଟି ଆଇଲାନି ବଲି ପାସ୍ରାନାଇ ।
5 Seja a vossa equidade notória a todos os homens. Perto está o Senhor.
6 କାଇ ବିସଇ ନେଇକରି ମିସା ଚିନ୍ତା କରି ଦାନ୍ଦା ଉଆନାଇ । ତାର୍ ବାଦୁଲେ ସବୁ ଗଟ୍ନା ଅଇଲା ବେଲେ, ତମ୍କେ ଜାଇଟା ଲଡା ଆଚେ, ସେ ବିସଇ ପର୍ମେସର୍କେ ଗୁଆରି କରା । ଆରି ପାର୍ତନା କଲାବେଲେ, ତାକେ ଦନିଅବାଦ୍ ମିସା ଦିଆସ୍ ।
6 Não estejais inquietos por coisa alguma; antes, as vossas petições sejam em tudo conhecidas diante de Deus, pela oração e súplicas, com ação de graças.
7 ଏନ୍ତାରି କଲେ, ପର୍ମେସର୍ ତମ୍କେ ସାନ୍ତି ଦେଇସି । ଏ ସାନ୍ତି ଲକ୍ମନ୍ ବୁଜ୍ବା ସାନ୍ତିର୍ପାରା ନାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସ୍ଲାର୍ପାଇ ଜଦି ଏ ସାନ୍ତି ତମେ ପାଇଲେ, ତମର୍ ଜିବନେ କସ୍ଟ ଆଇଲେ ମିସା ନ ଡରିକରି, ଚିନ୍ତାକରି ଦାନ୍ଦା ନ ଅଇବାକେ ସାଇଜ କର୍ସି ।
7 E a paz de Deus, que excede todo o entendimento, guardará os vossos corações e os vossos sentimentos em Cristo Jesus.
8 ସାରାସାରି ପଚେ ଏ ମର୍ ବାଇବଇନିମନ୍, ଜେତ୍କି ସବୁ ବିସଇ ନିକ ରଇସି, ଜେତ୍କି ସବୁ ବିସଇ ସନ୍ମାନ୍ ପାଇସି, ଜନ୍ ସବୁ ବିସଇ ସତ୍ ରଇସି, ଜନ୍ ସବୁ ବିସଇ ପାପ୍ ନଇତେ ରଇସି, ଜନ୍ ସବୁ ବିସଇ ଦରମ୍ ରଇସି, ଆରି ଡାକ୍ପୁଟା ରଇସି, ଏ ସବୁ ବିସଇନେଇ ଚିନ୍ତା କରା ।
8 Quanto ao mais, irmãos, tudo o que é verdadeiro, tudo o que é honesto, tudo o que é justo, tudo o que é puro, tudo o que é amável, tudo o que é de boa fama, se há alguma virtude, e se há algum louvor, nisso pensai.
9 ତମ୍କେ ମୁଇ ଜେତ୍କି ସବୁ ବିସଇ ସିକାଇରଇଲି, ଆରି ତମେ ମାନିରଇଲାସ୍ ସେଟା ସବୁ କର୍ତେରୁଆ । ମୁଇ ଜେତ୍କି ବିସଇ କଇତେରଇଲି, ସେଟା ସୁନ୍ତେରଇଲାସ୍ ଆରି ଜେତ୍କି ବିସଇ କର୍ତେରଇଲି, ସେଟା ଦେକିରଇଲାସ୍, ସେଟା ସବୁ କର୍ତେରୁଆ । ପର୍ମେସର୍ ତମର୍ସଙ୍ଗ୍ ରଇ ତମ୍କେ ସାନ୍ତି ଦେଇସି ।
9 O que também aprendestes, e recebestes, e ouvistes, e vistes em mim, isso fazei; e o Deus de paz será convosco.
10 ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ ପାଇ ମୁଇ ବେସି ସାର୍ଦା ଅଇଲିନି । କାଇକେବଇଲେ, ମକେ ଲଡାକେ ଲାଗ୍ବାଟା ପାଟାଇଦେଲାକେ ତମେ ମର୍ ବିସଇ ଚିନ୍ତା କଲାସ୍ନି ବଲି ମୁଇ ଜାନ୍ଲିନି । ତମର୍ ଆଲାଦ୍ ଦେକାଇବାକେ ଏବେସେ ତମ୍କେ ବେଲା ଟିକ୍ ଅଇଲା ।
10 Ora, muito me regozijei no Senhor por, finalmente, reviver a vossa lembrança de mim; pois já vos tínheis lembrado, mas não tínheis tido oportunidade.
11 ମକେ ଲଡାକେ ଲାଗ୍ବା ବିସଇ ମର୍ଲଗେ ନ ରଇଲାକେ ବଲି ଏନ୍ତାରି କଇନାଇ । କାଇକେବଇଲେ ମର୍ ଜିବନର୍ କାଇ ରକାମର୍ ଗଟ୍ନା ଆଇଲେ ମିସା, ସାର୍ଦା ସଙ୍ଗ୍ ରଇବାକେ ସିକ୍ଲିଆଚି ।
11 Não digo isto como por necessidade, porque já aprendi a contentar-me com o que tenho.
12 ଅଲପ୍କେ ମିସା ସାର୍ଦାସଙ୍ଗ୍ ରଇବାକେ, କି ବୁତେକ୍ ରଇଲେ ମିସା ସାର୍ଦା ସଙ୍ଗ୍ ରଇବାକେ ସିକ୍ଲିଆଚି । ପେଟ୍ ପୁର୍ତେ କାଇଲେମିସା, କି ବୁକେ ରଇଲେ ମିସା, ଲଡାକେ ଆଇବା ସବୁ ବିସଇ ରଇଲେ ମିସା, ନ ରଇଲେ ମିସା, ସାର୍ଦାସଙ୍ଗ୍ ରଇବାକେ ମୁଇ ଜାନି ।
12 Sei estar abatido e sei também ter abundância; em toda a maneira e em todas as coisas, estou instruído, tanto a ter fartura como a ter fome, tanto a ter abundância como a padecer necessidade.
13 ଏ ସବୁ ଗଟ୍ନା ଆଇଲେ ମିସା ମୁଇ ମୁର୍ଚିକରି ରଇବାକେ ସିକ୍ଲିଆଚି । କାଇକେବଇଲେ, କିରିସ୍ଟ ମକେ ବପୁ ଦେଲାନି ।
13 Posso todas as coisas naquele que me fortalece.
14 ଏନ୍ତାରି ଅଇଲେ ମିସା ଅବାବ୍ ରଇଲା ବେଲାଇ, ତମେ ମକେ ଦୟାଦେକାଇ ମର୍ପାଇ ସାଇଜ ପାଟାଇଲାସ୍ ।
14 Todavia, fizestes bem em tomar parte na minha aflição.
15 ପିଲିପିଅତେଇ ରଇବା ବାଇବଇନିମନ୍, ତମେ ସତଇସେ ଜାନିଆଚାସ୍, ସିଗ୍ ପର୍ତୁମ୍ ସୁବ୍କବରର୍ ବିସଇ ସିକାଇବା ବେଲେ, ମୁଇ ମାକେଦନିଆଇଅନି ଜେଡେବଲ୍ ବାରଇ ଜାଇରଇଲି, । ବିସ୍ବାସି ମନର୍ ଦଲ୍ ବିତ୍ରେ, ତମର୍ ମଣ୍ଡଲିର୍ ବିସ୍ବାସିମନ୍ସେ ମକେ ଡାବୁ ଦାନ୍ କରିରଇଲାସ୍ ।
15 E bem sabeis também vós, ó filipenses, que, no princípio do evangelho, quando parti da Macedônia, nenhuma igreja comunicou comigo com respeito a dar e a receber, senão vós somente.
16 ତେସଲନିକିଆ ନଅରେ ରଇବାବେଲେ ମିସା ମକେ ଲଡା ରଇଲାବେଲେ, ତମେ ଦୁଇତର୍ ଦାନ୍ ପାଟାଇଲାସ୍ ।
16 Porque também, uma e outra vez, me mandastes o necessário a Tessalônica.
17 ତମ୍କେ ମୁଇ ଦାନ୍ ପାଟାଇତେରଅତ୍ ବଲି ଏନ୍ତାରି କଇନାଇ । ମାତର୍ ମକେ ସାଇଜ କଲାର୍ ପାଇ, ପର୍ମେସର୍ ତମ୍କେ ପୁରୁସ୍କାର ଦେଅ ବଲି ମୁଇ ମନ୍ କଲିନି ।
17 Não que procure dádivas, mas procuro o fruto que aumente a vossa conta.
18 ତେବେ ତମେ ମର୍ପାଇ ପାଟାଇଲାଟା ସବୁଜାକ ମର୍ଟାନେ କେଟ୍ଲା ଆଚେ । ଆରି ସେଟା ମର୍ପାଇ ଅଦିକ୍ । ତମେ ପାଟାଇଲା ସବୁ ବିସଇ ଏପାପର୍ଦିସ୍ ମର୍ଲଗେ ଆନ୍ଲାକେ, ମକେ ଲଡାକେ ଆଇବା ସବୁ ମୁଇ ମିଲାଇଆଚି । ଏନ୍ତାରି କଲାକେ ତମେ ପର୍ମେସର୍କେ ସର୍ପି ଦେଲା ନିକ ବାସ୍ନା ଅଇବା ଦାନ୍ ପାରା ଅଇଲା ଆଚେ । ସେ ସେଟା ସଙ୍ଗଇକରି ସାର୍ଦା ଅଇଲାଆଚେ ।
18 Mas bastante tenho recebido e tenho abundância; cheio estou, depois que recebi de Epafrodito o que da vossa parte me foi enviado, como cheiro de suavidade e sacrifício agradável e aprazível a Deus.
19 ଜିସୁକିରିସ୍ଟ କରି ରଇବା କାମର୍ ଲାଗି, ବେସି ରଇବା ତାର୍ ଦନ୍ସଁପତି ଟାନେଅନି ସେ ତକେ ଲଡାକେ ଆଇବା ସବୁ ବିସଇ ଦେଇସି ।
19 O meu Deus, segundo as suas riquezas, suprirá todas as vossas necessidades em glória, por Cristo Jesus.
20 ଆମର୍ ସରଗର୍ ବାବା ପର୍ମେସର୍ କାଲ୍ କାଲ୍ ଜୁଗ୍ଜୁଗ୍ ଡାକ୍ପୁଟା ପାଅ । ଆମେନ୍ !
20 Ora, a nosso Deus e Pai seja dada glória para todo o sempre. Amém!
21 କିରିସ୍ଟ ଜିସୁକେ ବିସ୍ବାସ୍ କର୍ବା ପର୍ମେସରର୍ ସବୁ ଲକ୍ମନ୍କେ ଜୁଆର୍ କରା । ମର୍ସଙ୍ଗ୍ ରଇବା ଆମର୍ ବିସ୍ବାସି ବାଇବନିମନ୍ ତାକର୍ ଜୁଆର୍ ଜାନାଇଲାଇନି ।
21 Saudai a todos os santos em Cristo Jesus. Os irmãos que estão comigo vos saúdam.
22 ଏ ନଅରେ ରଇବା ବାକି ସବୁ ପର୍ମେସରର୍ ଲକ୍ମନ୍ ତମ୍କେ ଜୁଆର୍ ଜାନାଇଲାଇନି । ଜନ୍ ବିସ୍ବାସିମନ୍, ଜନ୍ଲକ୍ କି ରମିଅ ସାସନ୍କାରିଆର୍ ଗତିଦାଙ୍ଗ୍ଡା ଅଇଲାଇଆଚତ୍, ସେମନ୍ ତାକର୍ ଜୁଆର୍ ଜାନାଇଲାଇନି ।
22 Todos os santos vos saúdam, mas principalmente os que são da casa de César.
23 ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇ ଦୟା କଲାଟା ତମର୍ ବିତ୍ରେ ରଅ ।
23 A graça de nosso Senhor Jesus Cristo seja com vós todos. Amém!
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?