Mateus 14
DSO vs ARC
1 ସେବେଲେ ଗାଲିଲି ଦେସର୍ ସାସନ୍ କାରିଆ ଏରଦ୍, ଜିସୁର୍ ବିସଇ ସୁନ୍ଲା ।
1 Naquele tempo, ouviu Herodes, o tetrarca, a fama de Jesus.
2 ସେ ତାର୍ଟାନେ କାମ୍ କର୍ବା ଲକ୍ମନ୍କେ କଇଲା, “ସତଇସେ ଏ ଡୁବନ୍ ଦେଉ ଜଅନ୍ସେ । ସେ ଆରିତରେକ୍ ଜିବନ୍ ଅଇ ଉଟି ବାଉଡି ଆଇଲାଆଚେ । ସେଟାର୍ପାଇ ତାର୍ଟାନେ କାବା ଅଇଜିବା କାମ୍ କର୍ବା ବପୁ ଆଚେ ।”
2 E disse aos seus criados: Este é João Batista; ressuscitou dos mortos, e, por isso, estas maravilhas operam nele.
3 ଆର୍ ଆଗ୍ତୁ ଏରଦ୍ ଜଅନ୍କେ ବାନ୍ଦ୍ବାକେ ଆଦେସ୍ ଦେଇରଇଲା ଆରି ତାକେ ସିକିଲି ସଙ୍ଗ୍ ବାନ୍ଦି, ବନ୍ଦି ଗରେ ସଙ୍ଗଇରଇଲା । ତାର୍ ବାଇ, ପିଲିପର୍ ମାଇଜି ଏରଦିଆର୍ ଲାଗି, ସେ ଏନ୍ତି କରିରଇଲା ।
3 Porque Herodes tinha prendido João e tinha-o manietado e encerrado no cárcere por causa de Herodias, mulher de seu irmão Filipe;
4 ଜଅନ୍ ତାକେ କଇରଇଲା “ତମର୍ ବଉ ଏରଦିଆକେ ବିବା ଅଇବାଟା ତମର୍ ଟିକ୍ ଅଏନାଇ ।”
4 porque João lhe dissera: Não te é lícito possuí-la.
5 ସେଟାର୍ପାଇ ଏରଦ୍ ଜଅନ୍କେ ମରାଇବାକେ ଜଜ୍ନା କର୍ତେରଇଲା, ମାତର୍ ସେ ଜିଉଦି ଲକ୍ମନ୍କେ ଡର୍ତେରଇଲା । କାଇକେବଇଲେ ଜିଉଦି ଲକ୍ମନ୍ ଜଅନ୍ ଗଟେକ୍ ବବିସତ୍ବକ୍ତା ବଲି ମାନ୍ତେରଇଲାଇ ।
5 E, querendo matá-lo, temia o povo, porque o tinham como profeta.
6 ମାତର୍ ଏରଦର୍ ଜନମ୍ ପୁର୍ତି ଦିନେ ଏରଦିଆର୍ ଟକି, ଡାକାଇରଇବା ଲକ୍ମନର୍ ମୁଆଟେ ନାଟ୍ କରିରଇଲା ।
6 Festejando-se, porém, o dia natalício de Herodes, dançou a filha de Herodias diante dele e agradou a Herodes,
7 ଏରଦ୍ ତାର୍ ଉପ୍ରେ ଏତେକ୍ ସାର୍ଦା ଅଇଲାଜେ, ସାର୍ଦା ଅଇ ପର୍ମାନ୍ ନିୟମ୍ କରି କଇଲା “ତୁଇ ଜାଇଟା ମାଙ୍ଗ୍ଲେ, ସେଟା ଦେବି !”
7 pelo que prometeu, com juramento, dar-lhe tudo o que pedisse.
8 ତାର୍ ଆୟାର୍ କାତା ଦାରି ଟକି କଇଲା “ମକେ ଏବେଆକା ଡୁବନ୍ ଦେଉ ଜଅନର୍ ମୁଣ୍ଡ୍ ଗଟେକ୍ ତାଲାଇ ସଙ୍ଗଇ କରି ଦିଆ ।”
8 E ela, instruída previamente por sua mãe, disse: Dá-me aqui num prato a cabeça de João Batista.
9 ଏଟା ସୁନିକରି ରାଜା ଦୁକ୍ ଅଇଗାଲା । ଏଲେମିସା ସବୁର୍ ମୁଆଟେ ନିଜେ ପର୍ମାନ୍ ନିୟମ୍ କରିରଇଲାଜେ ଟକିର୍ ମନ୍ କରିରଇବାଟା ପୁରୁନ୍ କର୍ବାକେ ଆଦେସ୍ ଦେଲା ।
9 E o rei afligiu-se, mas, por causa do juramento e dos que estavam à mesa com ele, ordenou que se lhe desse.
10 ସେଟାର୍ପାଇ ବନ୍ଦି ଗରେ ଜଅନର୍ ମୁଣ୍ଡ୍ କାଟା ଅଇଲା ।
10 E mandou degolar João no cárcere,
11 ଗଟେକ୍ ତାଲାଟାନେ ମୁଣ୍ଡ୍ ସଙ୍ଗଇ ଟକିକେ ଦେଲାଇ । ସେ ସେଟା ନେଇକରି ତାର୍ ମାକେ ଦେଲା ।
11 e a sua cabeça foi trazida num prato e dada à jovem, e ela a levou a sua mãe.
12 ତାର୍ପଚେ ଜଅନର୍ ସିସ୍ମନ୍ ଆସି ମଲା ଗାଗଡ୍ ନେଇ ତପ୍ବାକେ ଦାରିଗାଲାଇ । ସେମନ୍ ଜାଇକରି ଜିସୁକେ ଏ ବିସଇ ଜାନାଇଲାଇ ।
12 E chegaram os seus discípulos, e levaram o corpo, e o sepultaram, e foram anunciá-lo a Jesus.
13 ଜିସୁ ଜଅନର୍ କବର୍ ସୁନ୍ଲା ଦାପ୍ରେ ଡଙ୍ଗାଇ ଚଗ୍ଲା ଆରି ଗଟେକ୍ କିନରା ଜାଗାଇ ଗାଲା । ତେଇ ସେ ଜିବାଟା ଜାନିକରି ଲଗର୍ ପାକର୍ ସଅରେ ଅନି କେତେକ୍ କେତେକ୍ ଲକ୍ମନ୍ ଗାଡ୍ କଣ୍ଡିକଣ୍ଡି ଇଣ୍ଡି ଜିସୁର୍ ପଚେ ପଚେ ଗାଲାଇ ।
13 E Jesus, ouvindo isso, retirou-se dali num barco, para um lugar deserto, apartado; e, sabendo- o o povo, seguiu-o a pé desde as cidades.
14 ଜେଡେବେଲେ ଜିସୁ ଡଙ୍ଗାଇଅନି ଉତ୍ରି ଏତେକ୍ମାଣ୍ଡ୍ ଲକ୍ମନ୍କେ ଦେକ୍ଲା, ସେ ଦୟା କଲା । ତେଇ ଜେତ୍କି ରଗିମନ୍ ରଇଲାଇ, ସବୁକେ ନିକ କଲା ।
14 E Jesus, saindo, viu uma grande multidão e, possuído de íntima compaixão para com ela, curou os seus enfermos.
15 ସେଦିନେ ସଞ୍ଜ୍ବେଲାଇ, ସିସ୍ମନ୍ ଆସି ତାକେ କଇଲାଇ, “ବେସି ଅଲ୍ସମ୍ ଅଇଗାଲାନି । ଆରି ଏଟା ଗଟେକ୍ କିନରା ଜାଗା, ଲକ୍ମନ୍କେ କଇଦିଆସ୍, ସେମନ୍ ଗାଉଁମନ୍କେ ଜାଇ କାଦି ମିଲାଇବାଇ ।”
15 E, sendo chegada a tarde, os seus discípulos aproximaram-se dele, dizendo: O lugar é deserto, e a hora é já avançada; despede a multidão, para que vão pelas aldeias e comprem comida para si.
16 ମାତର୍ ଜିସୁ ସେମନ୍କେ କଇଲା, “ସେମନ୍ ଇତିଅନି ନ ଜାଅତ୍ । ତମେ ସେମନ୍କେ କାଇଟାଆଲେ କାଇବାକେ ଦିଆସ୍ ।”
16 Jesus, porém, lhes disse: Não é mister que vão; dai-lhes vós de comer.
17 ସିସ୍ମନ୍ କଇଲାଇ, “ଆମର୍ ଟାନେ ଏକାଇ ପାଁଚ୍ଟା ରୁଟି ଆରି ଦୁଇଟା ମାଚ୍ସେ ଆଚେ ।”
17 Então, eles lhe disseram: Não temos aqui senão cinco pães e dois peixes.
18 ଜିସୁ କଇଲା, “ସେଟା ମର୍ଟାନେ ଦାରିଆସା ।”
18 E ele disse: Trazei-mos aqui.
19 ଜିସୁ ସବୁଲକ୍କେ ଗାଁସ୍ ଉପ୍ରେ ବସାଇବାକେ କଇଲା । ସେ ପାଁଚ୍ଟା ରୁଟି ଆରି ଦୁଇଟା ମାଚ୍ ଦାରି ସରଗ୍ବାଟେ ଦେକି ପର୍ମେସର୍କେ ଦନିଅବାଦ୍ ଦେଲା, ଆରି ରୁଟି ବାଙ୍ଗାଇ କରି ସିସ୍ମନ୍କେ ଦେଲା । ସିସ୍ମନ୍ ସବୁଲକ୍କେ ବାଟାକରି ଦେଲାଇ ।
19 Tendo mandado que a multidão se assentasse sobre a erva, tomou os cinco pães e os dois peixes, e, erguendo os olhos ao céu, os abençoou, e, partindo os pães, deu-os aos discípulos, e os discípulos, à multidão.
20 ସେଟା ସବୁଲକ୍ କାଇକରି ସାନ୍ତି ଅଇଲାଇ । ତାର୍ପଚେ ସିସ୍ମନ୍ ଅଗ୍ଲି ରଇବା ରୁଟି ଆରି ମାଚ୍ ଟୁଲିଆଇ ବାର୍ଟା ଡାଲାଇ ବର୍ତି କଲାଇ ।
20 E comeram todos e saciaram-se, e levantaram dos pedaços que sobejaram doze cestos cheios.
21 ତେଇ ମାଇଜିମନ୍ ଆରି ପିଲାମନ୍କେ ଚାଡି, ସେ କାଦି ପାଁଚ୍ ଅଜାର୍ ଲକ୍ କାଇରଇଲାଇ ।
21 E os que comeram foram quase cinco mil homens, além das mulheres e crianças.
22 ତାର୍ପଚେ ଜିସୁ ସିସ୍ମନ୍କେ ଡଙ୍ଗାଇ ବସାଇ ଗାଡ୍ ସେପାଟେ ଜିବାକେ କଇଲା । ସେ ନିଜେ ପଚେ ରଇଜାଇକରି ଲକ୍ମନ୍କେ ପାଟାଇତେ ରଇଲା ।
22 E logo ordenou Jesus que os seus discípulos entrassem no barco e fossem adiante, para a outra banda, enquanto despedia a multidão.
23 ସେ ଏକ୍ଲାସେ ପାର୍ତନା କର୍ବାକେ ଗଟେକ୍ ଡଙ୍ଗର୍ ଉପ୍ରେ ଗାଲା ଆରି ସଞ୍ଜ୍ ଅଇବା ଜାକ ଜିସୁ ଗଟେକ୍ ଲକ୍ସେ ତେଇ ରଇଲା ।
23 E, despedida a multidão, subiu ao monte para orar à parte. E, chegada já a tarde, estava ali só.
24 ସେଡ୍କି ବେଲେ ଡଙ୍ଗା କଣ୍ଡିଅନି ବେସି ଦୁର୍ ଗାଡ୍ ବିତ୍ରେ ଉଟିଜାଇରଇଲା । ଆରି ଜବର୍ ପବନ୍ କଲାଜେ, ଲଅଡି ଟଲ୍ମଲି ଜାଇତେରଇଲା ।
24 E o barco estava já no meio do mar, açoitado pelas ondas, porque o vento era contrário.
25 କୁକ୍ଡା ଡାକେ, ଏଦେ ଦେକା ! ଜିସୁ ପାନି ଉପ୍ରେ ଇଣ୍ଡି ଇଣ୍ଡି ସିସ୍ମନର୍ ଲଗେ ଆଇଲା ।
25 Mas, à quarta vigília da noite, dirigiu-se Jesus para eles, caminhando por cima do mar.
26 ସିସ୍ମନ୍ ତାକେ ଦେକି କିଲ୍ବିଲ୍ ଅଇଗାଲାଇ । ଡରର୍ମାଡେ ଡୁମା ବଲି କିର୍କିର୍ଲାଇ ।
26 E os discípulos, vendo-o caminhar sobre o mar, assustaram-se, dizendo: É um fantasma. E gritaram, com medo.
27 ସେ ଦାପ୍ରେସେ ଜିସୁ ସେମନ୍କେ ସାଆସ୍ ଦେଇ କଇଲା, “ମୁଇ କାଇକି, ଡରାନାଇ ।”
27 Jesus, porém, lhes falou logo, dizendo: Tende bom ânimo, sou eu; não temais.
28 ଜିସୁର୍ ଏ କାତା ସୁନି ପିତର୍ କଇଲା, “ମାପ୍ରୁ ଜଦି ସତଇସେ ତମେ ଅଇରଇସା ବଇଲେ, ମକେ ପାନି ଉପ୍ରେ ଇଣ୍ଡି ଇଣ୍ଡି ତମର୍ ଲଗେ ଆଇବାକେ ଆଦେସ୍ ଦିଆ ।”
28 E respondeu-lhe Pedro e disse: Senhor, se és tu, manda-me ir ter contigo por cima das águas.
29 ଜିସୁ କଇଲା, “ଇଣ୍ଡି ଇଣ୍ଡି ଆଉ ।” ପିତର୍ ଡଙ୍ଗାଇଅନି ବାରଇ, ପାନି ଉପ୍ରେ ଇଣ୍ଡି ଇଣ୍ଡି ଜିସୁର୍ ବାଟେ ଆଇବାର୍ ଦାର୍ଲା ।
29 E ele disse: Vem. E Pedro, descendo do barco, andou sobre as águas para ir ter com Jesus.
30 ମାତର୍ ପବନ୍ ଜବର୍ ଆଇବାଟା ଦେକିକରି ଡରିଗାଲା ଆରି ପାନିଟାନେ ବୁଡିଜିବାର୍ ଦାର୍ଲା । ତେବେ ଆକ୍ମାରି କରି ଡାକ୍ଲା ଏ ମାପ୍ରୁ ମକେ ରକିଆ କର୍ !
30 Mas, sentindo o vento forte, teve medo; e, começando a ir para o fundo, clamou, dizendo: Senhor, salva-me.
31 ଜିସୁ ସେ ଦାପ୍ରେ, ଆତ୍ ଲାମାଇକରି ତାକେ ଦାରିକରି କଇଲା, “ଏ ଅଲପ୍ ବିସ୍ବାସ୍ କରୁ, କାଇକେ ଦୁଇମନିଆ ଅଇଲୁସ୍ନି ?”
31 E logo Jesus, estendendo a mão, segurou-o e disse-lhe:
32 ମାତର୍ ସେମନ୍ ଡଙ୍ଗାଇ ଚଗ୍ଲାକେ ପବନ୍ ବନ୍ଦ୍ଅଇ ଗାଲା ।
32 E, quando subiram para o barco, acalmou o vento.
33 ଡଙ୍ଗାଇ ରଇଲା ଲକ୍ମନ୍ ଜିସୁକେ ଜୁଆର୍ କରି କଇଲାଇ, “ତମେ ସତ୍ସେ ମାପ୍ରୁର୍ ପିଲା ।”
33 Então, aproximaram-se os que estavam no barco e adoraram-no, dizendo: És verdadeiramente o Filho de Deus.
34 ଜିସୁ ଆରି ତାର୍ ସିସ୍ମନ୍ ଗାଡ୍ଲଙ୍ଗିକରି ଗିନେସରତ୍ ଜାଗାଇ କେଟ୍ଲାଇ ।
34 E, tendo passado para a outra banda, chegaram à terra de Genesaré.
35 ଆରି ତେଇର୍ ଲକ୍ମନ୍ ଜିସୁକେ ଚିନିକରି ଲଗେ ପାକେ ରଇବା ଚାରିବେଡ୍ତିର୍ ସବୁ ଜାଗାଇ କବର୍ ପାଟାଇଲାଇ ଆରି ରଗି ଲକ୍ମନ୍କେ ତାର୍ ଲଗେ ଆନ୍ଲାଇ ।
35 E, quando os homens daquele lugar o conheceram, mandaram por todas aquelas terras em redor e trouxeram-lhe todos os que estavam enfermos.
36 ରଗିମନ୍ ଜିସୁର୍ ପିନ୍ଦ୍ଲା ଲୁଗାର୍ ଜାଲି ଚିଇବାକେ, ଆଦେସ୍ ଦେବାକେ, ଲକ୍ମନ୍ ତାକେ ବାବୁଜିଆକରି କଇଲାଇ । ମାତର୍ ଜେତେକ୍ଲକ୍ ସେଟା ଚିଇଲାଇ, ସବୁଲକ୍ ନିକଅଇଲାଇ ।
36 E rogavam-lhe que, ao menos, eles pudessem tocar a orla da sua veste; e todos os que a tocavam ficavam sãos.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?