Mateus 18
DSO vs ARIB
1 ସେ ବେଲେ ସିସ୍ମନ୍ ଜିସୁକେ ପାଚାର୍ଲାଇ, “ସରଗ୍ ରାଇଜେ ସବୁର୍ଟାନେଅନି କେ ବଡ୍ ?”
1 Naquela hora chegaram-se a Jesus os discípulos e perguntaram: Quem é o maior no reino dos céus?
2 ଜିସୁ ଗଟେକ୍ ସାନ୍ ପିଲାକେ ଡାକି ସେମନର୍ ଲଗେ ଟିଆକରାଇ କଇଲା,
2 Jesus, chamando uma criança, colocou-a no meio deles,
3 “ମୁଇ ତମ୍କେ ସତ୍ କଇଲିନି, ତମର୍ ମନ୍ ବାଦ୍ଲାଇ ସାନ୍ ପିଲାମନର୍ ପାରା ନ ଅଇଲେ ସରଗ୍ ରାଇଜେ କେବେ ପୁରି ନାପାରାସ୍ ।
3 e disse: Em verdade vos digo que se não vos converterdes e não vos fizerdes como crianças, de modo algum entrareis no reino dos céus.
4 ଜେ ନିଜ୍କେ ସୁଆଲ୍ କରି ସାନ୍ ପିଲାପାରା ଅଇସି, ସେ ସରଗ୍ ରାଇଜେ ସବୁର୍ଟାନେଅନି ବଡ୍,
4 Portanto, quem se tornar humilde como esta criança, esse é o maior no reino dos céus.
5 ଆରି, ଜେକି ମର୍ ନାଉଁ ଦାରି ଏ ସାନ୍ ପିଲାକେ ନାମ୍ସି, ସେ ମକେ ମିସା ନାମ୍ସି ।”
5 E qualquer que receber em meu nome uma criança tal como esta, a mim me recebe.
6 “ମର୍ତେଇ ବିସ୍ବାସ୍ କର୍ତେ ରଇବା ଏ ସାନ୍ ପିଲାମନର୍ ବିତ୍ରେଅନି ଗଟେକ୍ ଲକ୍ କେ ଆଲେ ବିସ୍ବାସେ ବାଦା ଗଟାଇସି ବଇଲେ, ତାର୍ ଗାଲାଇ ଜତା ପାକ୍ନା ବାନ୍ଦିକରି ତାକେ ସମ୍ଦୁରେ ବୁଡାଇଦେବାଟା ନିକ ଅଇସି ।
6 Mas qualquer que fizer tropeçar um destes pequeninos que crêem em mim, melhor lhe fora que se lhe pendurasse ao pescoço uma pedra de moinho, e se submergisse na profundeza do mar.
7 ଲକ୍ମନର୍ ବିସ୍ବାସେ ବାଦା ଗଟାଇବାକେ ବେସି ବିସଇ ଆଚେ । ସେଟାର୍ ପାଇ ଏ ଜଗତର୍ ଦସା ବଡେ ଇନସ୍ତା । ସବୁ ବେଲେ ଏନ୍ତି ବାଦା ଆଇସି, ମାତର୍ ଜେ ବାଦା ଗଟାଇସି, ତାର୍ ଦସା କେଡେ ଇନସ୍ତା ଅଇସି !”
7 Ai do mundo, por causa dos tropeços! pois é inevitável que venham; mas ai do homem por quem o tropeço vier!
8 “ଜଦି ତମେ ତମର୍ ଆତ୍ ନଇଲେ ପାଦର୍ ଲାଗି ବିସ୍ବାସ୍ ଆରାଇଲାସ୍ନି, ତେବେ ସେଟା କାଟି ପିଙ୍ଗି ଦିଆସ୍ । ଜଡେକ୍ ପାଦ୍ ଆରି ଜଡେକ୍ ଆତ୍ ରଇ ସବୁବେଲେ ଲାଗି ରଇବା ଜଏ ପିଙ୍ଗାଇ ଅଇବା ବାଦୁଲେ ଗଟେକ୍ ପାଦ୍ ନଇଲେ ଗଟେକ୍ ଆତ୍ ନ ରଇ, ନ ସାର୍ବା ଜିବନେ ପୁର୍ବାଟା କେଡେ କରମର୍ କାତା ।
8 Se, pois, a tua mão ou o teu pé te fizer tropeçar, corta-o, lança-o de ti; melhor te é entrar na vida aleijado, ou coxo, do que, tendo duas mãos ou dois pés, ser lançado no fogo eterno.
9 ଜଦି ତମର୍ ଆଁକିର୍ ଲାଗି ତମେ ବିସ୍ବାସ୍ ଆରାଇଲାସ୍ନି ବଇଲେ ତାକେ ବେଟି ପିଙ୍ଗି ଦିଆସ୍ । ଜଡେକ୍ ଆଁକି ରଇ ନର୍କେ ପିଙ୍ଗାଇଅଇବା ବାଦୁଲେ ଗଟେକ୍ ଆଁକି ରଇ ନ ସାର୍ବା ଜିବନେ ପୁର୍ବାଟା କେଡେ କରମର୍ କାତା ଅଇସି ।”
9 E, se teu olho te fizer tropeçar, arranca-o, e lança-o de ti; melhor te é entrar na vida com um só olho, do que tendo dois olhos, ser lançado no inferno de fogo.
10 ଏ ସାନ୍ ପିଲାମନର୍ ବିତ୍ରେ ଅନି ଗଟେକ୍କେ ମିସା ଇନ୍କରା ନାଇ । ମୁଇ ତମ୍କେ କଇଲିନି, ଏ ମନର୍ ଜତନ୍ ନେଇତେ ରଇବା ସରଗର୍ ଦୁତ୍ମନ୍ ସବୁ ବେଲା ମର୍ ବାବାର୍ ଲଗେ ଆଚତ୍ ।
10 Vede, não desprezeis a nenhum destes pequeninos; pois eu vos digo que os seus anjos nos céus sempre vêm a face de meu Pai, que está nos céus.
11 କାଇକେ ବଇଲେ ବାଟ୍ ବାନା ଅଇଲା ଲକ୍ମନ୍କେ କଜି ରକିଆ କର୍ବାକେ ନର୍ପିଲା ମୁଇ ଆଇଲିଆଚି ।
11 {Porque o Filho do homem veio salvar o que se havia perdido.}
12 ତମେ କାଇଟା ବାବ୍ଲାସ୍ନି, ଜଦି ଗଟେକ୍ ଲକର୍ ସଏଟା ମେଣ୍ଡା ରଇସି ଆରି ସିତିଅନି ଗଟେକ୍ ଆଜି ଜାଇସି, ତେବେ ସେ କାଇଟା କର୍ସି ? ନବେ ନଅଟା ମେଣ୍ଡାକେ ଡଙ୍ଗରେ ଚାର୍ବାକେ ଚାଡିଦେଇ ସେ ଆଜ୍ଲା ମେଣ୍ଡାକେ କଜ୍ବାର୍ ବାରଇସି ।
12 Que vos parece? Se alguém tiver cem ovelhas, e uma delas se extraviar, não deixará as noventa e nove nos montes para ir buscar a que se extraviou?
13 ମୁଇ ତମ୍କେ ସତ୍ କଇଲିନି, ଜେଡେବଲ୍ ସେ ମେଣ୍ଡା ମିଲାଇସି, ଆଜି ନ ରଇଲା ନବେ ନଅଟା ମେଣ୍ଡାର୍ ପାଇ ତାର୍ ଜେତ୍କି ସାର୍ଦା, ଏ ଗଟେକ୍ ମେଣ୍ଡାର୍ ପାଇ ସେ ଅଦିକ୍ ସାର୍ଦା ଅଇସି ।
13 E, se acontecer achá-la, em verdade vos digo que maior prazer tem por esta do que pelas noventa e nove que não se extraviaram.
14 ସମାନ୍ ସେନ୍ତି ସେ, ଏ ସାନ୍ ପିଲାମନର୍ ତେଇ ଅନି ଗଟେକ୍ ଲକ୍ ମିସା ବାଟ୍ ବାନା ଅଅତ୍, ଏଟା ତମର୍ ସରଗର୍ ବାବା ମନ୍ କରେ ନାଇ ।
14 Assim também não é da vontade de vosso Pai que está nos céus, que venha a perecer um só destes pequeninos.
15 “ଜଦି ତମର୍ ବାଇ ତମର୍ ବିରୁଦେ ପାପ୍ କର୍ସି, ତାର୍ ଲଗେ ଜାଇ ତାର୍ ପାପ୍ ତାକେ ଦେକାଇ ଦିଆସ୍ । ମାତର୍ ତମେ ଦୁଇ ଲକ୍ ରଇଲା ବେଲେ ଏଟା ଲୁଚ୍ତେ କରା । ଜଦି ସେ ତମର୍ କାତା ସୁନ୍ସି, ତମର୍ ବାଇକେ ତମେ ଆରି ତରେକ୍ ପାଇସା ।
15 Ora, se teu irmão pecar, vai, e repreende-o entre ti e ele só; se te ouvir, terás ganho teu irmão;
16 ଆରି ଜଦି ସେ ନ ସୁନ୍ଲେ, ଗଟେକ୍ ଲକ୍କେ ନଇଲେ ଦୁଇ ଲକ୍କେ ଡାକି ନେଇ ତାର୍ ଲଗେ ଜାଆ । ଆମର୍ ସାସ୍ତର୍ ନିୟମ୍ ଇସାବେ, ଦୁଇଟା ନଇଲେ ତିନ୍ଟା ସାକିର୍ ମୁଆଟେ ତମର୍ ଦାବି ସତ୍ ବଲି ଜାନା ପଡ୍ସି ।
16 mas se não te ouvir, leva ainda contigo um ou dois, para que pela boca de duas ou três testemunhas toda palavra seja confirmada.
17 ଏଲେ ମିସା ଜଦି ସେ ତମର୍ କାତା ନ ସୁନେ, ମଣ୍ଡଲିତେଇ ଜାନାଇ ଦିଆସ୍ । ସାରାସାରି ଜଦି ମଣ୍ଡଲିର୍ କାତା ମିସା ନ ସୁନେ ବଇଲେ, ତାକେ ଗଟେକ୍ ସିସ୍ତୁମାଙ୍ଗୁ, ବିସ୍ବାସ୍ ନ କର୍ବା ଲକ୍ ବଲି ବାବିକରି, ତାର୍ ସଙ୍ଗ୍ ମିଲାମିସା କର୍ବାଟା ଚାଡି ଦିଆସ୍ ।
17 Se recusar ouvi-los, dize-o à igreja; e, se também recusar ouvir a igreja, considera-o como gentio e publicano.
18 “ମୁଇ ତମ୍କେ ସତ୍ କଇଲିନି, ତମେ ଏ ଜଗତେ ଜାଇଟା ନାଇ ବଲ୍ସା, ସେଟା ସର୍ଗେ ମିସା ନାଇ ଅଇସି । ଆରି ଜନ୍ଟା ପାଇ ତମେ ଜଗତେ ଉଁ କଇସା, ସେଟା ସର୍ଗେ ମିସା ଉଁ ଅଇସି ।
18 Em verdade vos digo: Tudo quanto ligardes na terra será ligado no céu; e tudo quanto desligardes na terra será desligado no céu.
19 କାଲି ସେତ୍କି ନଏଁ, ମୁଇ ତମ୍କେ ସତ୍ କଇଲିନି, ଜେଡେବେଲେ ମିସା ଏ ଜଗତେ ତମେ ଦୁଇ ଲକ୍ ଜନ୍ ବିସଇ ନେଇକରି ଗଟେକ୍ ମନ୍ ଅଇକରି ପାର୍ତନା କଲେ, ମର୍ ସରଗର୍ ବାବା ତମେ ମାଙ୍ଗ୍ଲାଟା ପୁରୁନ୍ କର୍ସି ।
19 Ainda vos digo mais: Se dois de vós na terra concordarem acerca de qualquer coisa que pedirem, isso lhes será feito por meu Pai, que está nos céus.
20 କାଇକେ ବଇଲେ ଜନ୍ତି ଦୁଇ କି ତିନ୍ ଲକ୍ ରୁଣ୍ଡିକରି ମର୍ ନାଉଁ ଦାର୍ବାଇ, ତେଇ ମୁଇ ଆଚି ।”
20 Pois onde se acham dois ou três reunidos em meu nome, aí estou eu no meio deles.
21 ଦିନେକ୍ ପିତର୍ ଜିସୁର୍ ଲଗେ ଆସି ପାଚାର୍ଲା, “ମାପ୍ରୁ, ଗଟେକ୍ ବାଇ ମର୍ ବିରଦେ ତର୍କେ ତର୍ ଦସ୍ କର୍ତେ ରଇଲେ, ତାକେ ମୁଇ କେତେ ତର୍ କେମା କର୍ବି ? କାଇ ସାତ୍ ତର୍ କି ?”
21 Então Pedro, aproximando-se dele, lhe perguntou: Senhor, até quantas vezes pecará meu irmão contra mim, e eu hei de perdoar? Até sete?
22 ଜିସୁ କଇଲା, “ନାଇ ସାତ୍ ତର୍ ନାଇ । ସାତ୍ ତରର୍ ସତୁରି ଗୁନ୍ ।
22 Respondeu-lhe Jesus: Não te digo que até sete; mas até setenta vezes sete.
23 ସରଗ୍ ରାଇଜର୍ ଆରି ଗଟେକ୍ କାତା ସୁନ୍ । ଗଟେକ୍ ରାଜା ଦିନେକ୍ ତାର୍ଟାନେ କାମ୍କରୁମନ୍ ରୁନ୍ ନେଇରଇବାଟା ଇସାବ୍ କିତାବ୍ କର୍ବାକେ ମନ୍ କଲା ।
23 Por isso o reino dos céus é comparado a um rei que quis tomar contas a seus servos;
24 ସେ ଇସାବ୍ କର୍ବାବେଲେ ତାର୍ଟାନେ ଗଟେକ୍ କାମ୍ କରୁ ଲାକ୍ ଲାକ୍ ଟାଙ୍ଗା ରୁନ୍ ନେଇରଇଲା ଲକ୍କେ ରାଜାର୍ ଲଗେ ଆନ୍ଲାଇ ।
24 e, tendo começado a tomá-las, foi-lhe apresentado um que lhe devia dez mil talentos;
25 ରୁନ୍ ସୁଜ୍ବାକେ ସେ ଲକର୍ଟାନେ ସେତ୍କି ବପୁ ନ ରଇଲା । ତେବର୍ପାଇ ରୁନ୍ ବାନ୍ଦ୍ବାକେ ବଲି ତାର୍ଟାନେ ଜେତ୍କି ରଇଲାଟା ବିକିକରି ତାକେ, ତାର୍ ମାଇଜିକେ ଆରି ତାର୍ ପିଲାଟକିମନ୍କେ ଗତି ଇସାବେ ବିକିଦେବାକେ ରାଜା ଆଦେସ୍ ଦେଲା ।”
25 mas não tendo ele com que pagar, ordenou seu senhor que fossem vendidos, ele, sua mulher, seus filhos, e tudo o que tinha, e que se pagasse a dívida.
26 କାମ୍ କରୁ ରାଜାର୍ ପାଦ୍ତଲେ ଅଦ୍ରି ଗୁଆରି କରି କଇଲା “ ଆଗିଆଁ ଆରି କେତେଦିନ୍ ଜାଗା, ମୁଇ ତମର୍ ସବୁଜାକ ରୁନ୍ ସୁଜିଦେବି ।”
26 Então aquele servo, prostrando-se, o reverenciava, dizendo: Senhor, tem paciência comigo, que tudo te pagarei.
27 ରାଜା ତାକେ ଦୟା କଲା । ତେବର୍ପାଇ ତାକେ କେମା କରି ରୁନ୍ ନ ବାନ୍ଦାଇ ଚାଡିଦେଲା ।
27 O senhor daquele servo, pois, movido de compaixão, soltou-o, e perdoou-lhe a dívida.
28 ମାତର୍ ସେ ଗତି ବାରଇ ଜାଇ ତାର୍ତେଇ ଅନି ପଚାସ୍ ଟାଙ୍ଗା ରୁନ୍ କରି ରଇବା ଗଟେକ୍ ମିସ୍ତେ ରଇବା ଗତିଦାଙ୍ଗ୍ଡାକେ ଦାରି ତାର୍ ଟଟ୍ରି ପିଚକ୍ବାର୍ ଦାର୍ଲା, “ମର୍ତେଇଅନି ନେଇ ରଇଲା ସବୁ ଡାବୁ ବାଉଡାଇ ଦେ ।”
28 Saindo, porém, aquele servo, encontrou um dos seus conservos, que lhe devia cem denários; e, segurando-o, o sufocava, dizendo: Paga o que me deves.
29 ସେ ଗତି ଦାଙ୍ଗ୍ଡା ତାର୍ ଗଡେଦାରି ବାବୁଜିଆ କରି କଇଲା, “ସାଆସ୍ ଦାରା, ତମର୍ ସବୁ ଡାବୁ ସୁଜି ଦେବି ।”
29 Então o seu companheiro, caindo-lhe aos pés, rogava-lhe, dizendo: Tem paciência comigo, que te pagarei.
30 ମାତର୍ ପର୍ତୁମ୍ ଲକ୍, ସେ ଗୁଆରି କଲାଟା ସୁନେ ନାଇ, ରୁନ୍ ସୁଜ୍ବା ଜାକ ତାକେ ବନ୍ଦି ଗରେ ପୁରାଇ ସଙ୍ଗଇବାକେ ତିଆର୍ଲା ।
30 Ele, porém, não quis; antes foi encerrá-lo na prisão, até que pagasse a dívida.
31 ଏଟା ଅଇଲାଟା ଦେକି ବିନ୍ କାମ୍ କରୁମନ୍ ଦୁକ୍ କଲାଇ । ସେମନ୍ ରାଜାର୍ ଲଗେ ଜାଇ ଜନ୍ ଜନ୍ଟା ଅଇରଇଲା, ସବୁ ଜାନାଇଲାଇ ।
31 Vendo, pois, os seus conservos o que acontecera, contristaram-se grandemente, e foram revelar tudo isso ao seu senhor.
32 ରାଜା ପର୍ତୁମ୍ କାମ୍ କରୁକେ ଡାକାଇ କଇଲା, “ ଅଇରେ ମୁର୍କ ଦାଙ୍ଗ୍ଡା, ତୁଇ ଗୁଆରି କଲୁସ୍ ଜେ ମୁଇ ତର୍ ସବୁ ରୁନ୍ ଚାଡି ଦେଲି ।
32 Então o seu senhor, chamando-o á sua presença, disse-lhe: Servo malvado, perdoei-te toda aquela dívida, porque me suplicaste;
33 ମୁଇ ଜେନ୍ତି ତକେ ଦୟା କଲି, ତୁଇ ମିସା ତର୍ ସଙ୍ଗର୍ କାମ୍ କରୁକେ ଦୟା କର୍ବାର୍ ରଇଲା ।”
33 não devias tu também ter compaixão do teu companheiro, assim como eu tive compaixão de ti?
34 ରାଜା ବେସି ରିସା ଅଇଗାଲା ଆରି ସବୁ ଜାକ ରୁନ୍ ନ ସୁଜ୍ବା ଜାକ ଡଣ୍ଡ୍ ପାଅ ବଲି ତାକେ ବନ୍ଦି ଗରେ ପାଟାଇ ଦେଲା ।
34 E, indignado, o seu senhor o entregou aos verdugos, até que pagasse tudo o que lhe devia.
35 ଜିସୁ ଏ କାତା କଇସାରାଇ କଇଲା, “ତମର୍ ବିରୁଦେ ଦସ୍ କରି ରଇବା ବାଇମନ୍କେ ମନ୍ ବିତ୍ରେଅନି ଜଦି କେମା ନ ଦିଆସ୍, ତେବେ ମର୍ ସରଗର୍ ବାବା ମିସା ତମ୍କେ ଏନ୍ତାରିସେ କର୍ସି ।”
35 Assim vos fará meu Pai celestial, se de coração não perdoardes, cada um a seu irmão.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?