Mateus 2
DSO vs ARIB
1 ଏରଦ୍ ରାଜାର୍ ସାସନ୍ ବେଲେ, ଜିଉଦା ରାଇଜର୍ ବେତ୍ଲିଇମେ ଜିସୁ ଜନମ୍ ଅଇଲା । ଜନମ୍ ଅଇ ଚନେକ୍ ଜିବାକେ ପୁରୁବ୍ ଦେସର୍ କେତେଟା ତାରାର୍ ବିସଇ ପଡ୍ତେ ରଇବା ପଣ୍ଡିତ୍ମନ୍ ଜିରୁସାଲାମେ ଆସି ପାଚାର୍ଲାଇ,
1 Tendo, pois, nascido Jesus em Belém da Judéia, no tempo do rei Herodes, eis que vieram do oriente a Jerusalém uns magos que perguntavam:
2 “ଜନ୍ ପିଲା ଜିଉଦିମନର୍ ରାଜା ଅଇବାକେ ଜନମ୍ ଅଇଲାଆଚେ, ସେ କନ୍ତି ଆଚେ ? କାଇକେବଇଲେ ଆମେ ପୁରୁବ୍ ଦେସେ ତାର୍ ତାରା ଦେକି ତାକେ ପୁଜା କର୍ବାର୍ ଆସିଆଚୁ ।”
2 Onde está aquele que é nascido rei dos judeus? pois do oriente vimos a sua estrela e viemos adorá-lo.
3 ପଣ୍ଡିତ୍ମନର୍ କାତା ସୁନି ଏରଦ୍ ରାଜା ଆରି ତାର୍ ସଙ୍ଗ୍ ରଇବା ଜିରୁସାଲାମର୍ ଲକ୍ମନ୍ ସବୁ କିଲ୍ବିଲ୍ ଅଇଗାଲାଇ ।
3 O rei Herodes, ouvindo isso, perturbou-se, e com ele toda a Jerusalém;
4 ଆରି ଏରଦ୍ ସବୁ ମୁକିଅ ପୁଜାରିମନ୍କେ ଆରି ସାସ୍ତର୍ ସିକାଉମନ୍କେ ଡାକାଇ କରି, “ମସିଅ ଜେ କି କିରିସ୍ଟ କନ୍ ଜାଗାଇ ଜନମ୍ ଅଇଆଚେ ?” ସେଟା ସେମନର୍ତେଇ ଅନି ବୁଜ୍ବାକେ ଚେସ୍ଟା କଲା ।
4 e, reunindo todos os principais sacerdotes e os escribas do povo, perguntava-lhes onde havia de nascer o Cristo.
5 ପଣ୍ଡିତ୍ମନ୍ ଏରଦ୍ ରାଜାକେ କଇଲାଇ, ଜିଉଦା ରାଇଜର୍ ବେତ୍ଲିଇମ୍ ଗଡେ, ଜନ୍ଟାକି ଗଟେକ୍ ବବିସତ୍ବକ୍ତା ଏନ୍ତାରି ଲେକିଆଚେ ।
5 Responderam-lhe eles: Em Belém da Judéia; pois assim está escrito pelo profeta:
6 ଏ ଜିଉଦା ଦେସର୍ ବେତ୍ଲିଇମ୍,
6 E tu, Belém, terra de Judá, de modo nenhum és a menor entre as principais cidades de Judá; porque de ti sairá o Guia que há de apascentar o meu povo de Israel.
7 ଏଟା ସୁନି କରି ଏରଦ୍ ରାଜା ସେ ପଣ୍ଡିତ୍ମନ୍କେ ଲୁଚ୍ତେ ଡାକାଇ, ତାରା କନ୍ ବେଲାଇ ଉଦିରଇଲା, ସେମନର୍ତେଇ ଅନି ଟିକ୍ ସଙ୍ଗ୍ ବୁଜିନେଲା ।
7 Então Herodes chamou secretamente os magos, e deles inquiriu com precisão acerca do tempo em que a estrela aparecera;
8 ତାର୍ପଚେ ସେମନ୍କେ କଇ ପାଟାଇଲା, “ତମେ ଜାଆ ଆରି ବେତ୍ଲିଇମେ ସେ ପିଲାକେ ନିମାନ୍ କରି କଜିଦେକା, ଆରି ପିଲା ମିଲ୍ଲେସରି ମକେ ଜାନାଆ ମୁଇ ମିସା ଜାଇ ତାକେ ଦର୍ସନ୍ କର୍ବି ।”
8 e enviando-os a Belém, disse-lhes: Ide, e perguntai diligentemente pelo menino; e, quando o achardes, participai-mo, para que também eu vá e o adore.
9 ପଣ୍ଡିତ୍ମନ୍ ରାଜାର୍ କାତା ସୁନି ସେ ଜାଗାଇଅନି ବାରିଗାଲାଇ । ଗାଲାବେଲେ ଏଦେ ଦେକା ! ସେମନ୍ ପୁରୁବ୍ ଦେସେ ଜନ୍ ତାରା ଦେକି ରଇଲାଇ, ସେ ତାରା ଆରି ତରେକ୍ ଡିସ୍ଲା ।
9 Tendo eles, pois, ouvido o rei, partiram; e eis que a estrela que tinham visto quando no oriente ia adiante deles, até que, chegando, se deteve sobre o lugar onde estava o menino.
10 ସେମନ୍ ତାରା ଦେକି ବେସି ସାର୍ଦା ଅଇଗାଲାଇ । ତାରା ସେମନର୍ ଆଗେ ଜାଇକରି ଜିସୁ ରଇଲା ଜାଗାର୍ ଉପ୍ରେ ଅଟ୍କିଗାଲା ।
10 Ao verem eles a estrela, regozijaram-se com grande alegria.
11 ପଣ୍ଡିତ୍ମନ୍ ସେ ଗର୍ ବିତ୍ରେ ପୁରି ପିଲାକେ ତାର୍ ମା ମରିୟମ୍ ସଙ୍ଗ୍ ରଇଲାଟା ଦେକି, ତାକେ ମାଣ୍ଡିକୁଟା ଦେଇ ଜୁଆର୍ କଲାଇ, ଆରି ଆନିରଇବା ସୁନା, କୁନ୍ଦୁୁରୁ ଆରି ଗନ୍ଦ୍ରସ୍ ବେଟି, ପିଲାକେ ଦେଲାଇ । ବେଦି ଉପ୍ରର୍ ବତିଡାଣ୍ଡି ଟାନେ ବାସ୍ନା ଚିକନ୍ ସଙ୍ଗଇଅଇ ଆଚେ |alt="Frankincense branch, censer and incense altar" src="bk00116c.tif" size="col" copy="Horace Knowles ©" ref="୨:୧୧"
11 E entrando na casa, viram o menino com Maria sua mãe e, prostrando-se, o adoraram; e abrindo os seus tesouros, ofertaram-lhe dádivas: ouro incenso e mirra.
12 ପଚେ ସେମନ୍ ଏରଦର୍ ଲଗେ ଆରିତରେକ୍ ନ ଜାଇକରି ବିନ୍ ବାଟେ ନିଜର୍ ଦେସେ ବାଉଡି ଗାଲାଇ । କାଇକେବଇଲେ ଏରଦର୍ ଟାନେ ଆରିତରେକ୍ ବାଉଡି ନ ଜିବାକେ ପର୍ମେସର୍ ସେମନ୍କେ ସପ୍ନେ ଆଦେସ୍ ଦେଇରଇଲା ।
12 Ora, sendo por divina revelação avisados em sonhos para não voltarem a Herodes, regressaram à sua terra por outro caminho.
13 ପଣ୍ଡିତ୍ମନ୍ ଗାଲାପଚେ, ପର୍ମେସରର୍ ଗଟେକ୍ ଦୁତ୍ ଜସେପ୍କେ ସପ୍ନେ ଦର୍ସନ୍ ଦେଇ କଇଲା, “ଉଟ୍, ପିଲାକେ ଆରି ତାକର୍ ଆୟାକେ ଦାରି ମିସର୍ ଦେସେ ଦାପ୍ରେ ଉଟିଜା । ଏରଦ୍ ପିଲାକେ ମରାଇବାକେ କଜିବୁଲ୍ସି । ମୁଇ ସେ ଜାଗା ଚାଡା ବଲି ନ କଇବା ଜାକ ତେଇସେ ରୁଆ ।”
13 E, havendo eles se retirado, eis que um anjo do Senhor apareceu a José em sonho, dizendo: Levanta-te, toma o menino e sua mãe, foge para o Egito, e ali fica até que eu te fale; porque Herodes há de procurar o menino para o matar.
14 ଏ କାତା ସୁନି ଜସେପ୍ ସେ ରାତି, ପିଲାକେ ଆରି ତାର୍ ମାକେ ଦାରି ମିସର୍ ଦେସେ ଉଟିଗାଲା ।
14 Levantou-se, pois, tomou de noite o menino e sua mãe, e partiu para o Egito.
15 ଏରଦ୍ ରାଜା ମର୍ବା ଜାକ ମିସର୍ ଦେସେସେ ରଇଲାଇ, ଜେନ୍ତାର୍ କି ବବିସତ୍ବକ୍ତା କଇରଇଲା ମାପ୍ରୁର୍ ବାକିଅ ସିଦ୍ ଅଇଲା, ମର୍ ପିଲାକେ ମୁଇ ମିସର୍ ଦେସେଅନି ଡାକି ଆନ୍ଲି ।
15 e lá ficou até a morte de Herodes, para que se cumprisse o que fora dito da parte do Senhor pelo profeta: Do Egito chamei o meu Filho.
16 ପୁରୁବ୍ ଦେସେଅନି ଆସିରଇଲା ପଣ୍ଡିତ୍ମନ୍ ତାକେ ନାଡାଇ କରି ଉଟିଗାଲାଇ ଆଚତ୍ ବଲି ଜାନି, ଏରଦ୍ ବେସି ରିସା ଅଇଗାଲା । ବେତ୍ଲିଇମ୍ ଆରି ସେ ଲଗେ ପାକେ ରଇବା ଦୁଇ ବରସ୍ ଅନି ତଲେ ରଇଲା ସବୁ ପିଲାମନ୍କେ ମରାଇବାକେ ଆଦେସ୍ ଦେଲା । ପଣ୍ଡିତ୍ମନର୍ ଟାନେଅନି ତାରା ଡିସ୍ତେ ରଇବା ବେଲା ସେ ଜାନିରଇଲା । ସେ ଇସାବେ ପିଲାମନର୍ ବରସ୍ ଟିକ୍ କରିରଇଲା ।
16 Cumpriu-se então o que fora dito pelo profeta Jeremias:
17 ଏନ୍ତି ଅଇଲାଜେ ଜିରିମିୟ ବବିସତ୍ବକ୍ତା କଇଲା ଏ ବାକିଅ ପୁରାପୁରୁନ୍ ଅଇଲା । ସେ ଏନ୍ତି କଇରଇଲା,
17 — ausente —
18 ରାମା ନାଉଁର୍ ସଅରେ
18 Em Ramá se ouviu uma voz, lamentação e grande pranto: Raquel chorando os seus filhos, e não querendo ser consolada, porque eles já não existem.
19 ଏରଦ୍ ମଲାପଚେ, ଏଦେ ଦେକା ! ମାପ୍ରୁର୍ ଗଟେକ୍ ଦୁତ୍ ମିସର୍ ଦେସେ ଜସେପ୍କେ ଦର୍ସନ୍ ଦେଇ କଇଲା,
19 Mas tendo morrido Herodes, eis que um anjo do Senhor apareceu em sonho a José no Egito,
20 “ଉଟ୍ ଆରି ବାରଇକରି, ଦୁଇ ମାଆ ପିଲାକେ ଇସ୍ରାଏଲ୍ ଦେସେ ଦାରିଜା । କାଇକେବଇଲେ ଜନ୍ ଲକ୍ମନ୍ କି ପିଲାର୍ ଜିବନ୍ ନେବାକେ ଚେସ୍ଟା କର୍ତେରଇଲାଇ, ସେମନ୍ ମରିଗାଲାଇ ଆଚତ୍ ।”
20 dizendo: Levanta-te, toma o menino e sua mãe e vai para a terra de Israel; porque já morreram os que procuravam a morte do menino.
21 ଜସେପ୍ ଏ କାତା ସୁନି ଜିସୁ ଆରି ତାର୍ ମାଆ ମରିୟମ୍ ସଙ୍ଗ୍ ବାରଇକରି ଇସ୍ରାଏଲ୍ ଦେସେ ବାଉଡି ଆଇଲାଇ ।
21 Então ele se levantou, tomou o menino e sua mãe e foi para a terra de Israel.
22 ମାତର୍ ଜସେପ୍, ଏରଦର୍ ପଚେ ତାର୍ ପଅ ଆର୍କିଲାୟ ଜିଉଦା ରାଇଜର୍ ରାଜା ଅଇଆଚେ ବଲି ସୁନିକରି ତେଇ ଜିବାକେ ଡର୍ଲା ।
22 Ouvindo, porém, que Arquelau reinava na Judéia em lugar de seu pai Herodes, temeu ir para lá; mas avisado em sonho por divina revelação, retirou-se para as regiões da Galiléia,
23 ମାତର୍ ଆରିଗଟେକ୍ ବିନ୍ ସପନ୍ ଇସାବେ ଗାଲିଲି ଦେସେ ଜାଇକରି ନାଜରିତ୍ ନାଉଁର୍ ଗଡେ ବାସା ଅଇ ରଇଲା । ଜେନ୍ତାର୍ କି ବବିସତ୍ବକ୍ତା କଇଲା ଏ ବାକିଅ ସିଦ୍ ଅଇଲା । ସେ ଏନ୍ତି ବଲି କଇରଇଲା, “ସେ ନାଜରିତିୟା ବଲି ଡାକ୍ପୁଟା ଅଇସି ।”
23 e foi habitar numa cidade chamada Nazaré; para que se cumprisse o que fora dito pelos profetas: Ele será chamado nazareno.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?