Mateus 8
DSO vs ARIB
1 ଜିସୁ ଡଙ୍ଗ୍ରେ ଅନି ଉତ୍ରି ଆଇଲା ଦାପ୍ରେ, ବେସି ଲକ୍ମନ୍ ତାର୍ ପଚେ ପଚେ ଇଣ୍ଡ୍ଲାଇ ।
1 Quando Jesus desceu do monte, grandes multidões o seguiam.
2 ସେବେଲେ ଗଟେକ୍ ବଡ୍ ରଗି ଜିସୁର୍ ମୁଆଟେ ଆସି ମାଣ୍ଡିକୁଟା ଦେଇ କଇଲା, “ଏ ମାପ୍ରୁ, ତମେ ଜଦି ମନ୍ କଲାସ୍ନି ବଇଲେ ମକେ ସୁକଲ୍ କରି ପାରାସ୍ ।”
2 E eis que veio um leproso e o adorava, dizendo: Senhor, se quiseres, podes tornar-me limpo.
3 ତେଇ ଜିସୁ ଆତ୍ ଲାମାଇ ତାକେ ଚିଇ କଇଲା, “ମୁଇ ମନ୍ କଲିନି, ସୁକଲ୍ ଅ ।” ଜିସୁ ଏତ୍କି କଇଲା ଦାପ୍ରେ ସେ ଲକ୍ ବଡ୍ ରଗେଅନି ନିକ ଅଇଲା ।
3 Jesus, pois, estendendo a mão, tocou-o, dizendo: Quero; sê limpo. No mesmo instante ficou purificado da sua lepra.
4 ଜିସୁ ତାକେ କଇଲା, “ସୁନ୍, ତୁଇ କେନ୍ତିଅଇ ନିକ ଅଇଲୁସ୍, ଏ କାତା କାକେ ମିସା କ ନାଇ, ମାତର୍ ସିଦା ପୁଜାରିର୍ ଲଗେ ଜାଇକରି ନିଜ୍କେ ଦେକାଇ ଅ, ଆରି ତୁଇ ନିକ ଅଇ ଆଚୁସ୍ ବଲି ସବୁ ଲକର୍ ଟାନେ ଜାନାଇଅଇବାକେ ମସାର୍ ନିୟମ୍ ଇସାବେ ପର୍ମେସର୍କେ ସର୍ପିଦେସ୍ ।”
4 Disse-lhe então Jesus: Olha, não contes isto a ninguém; mas vai, mostra-te ao sacerdote, e apresenta a oferta que Moisés determinou, para lhes servir de testemunho.
5 ଜିସୁ କପର୍ନାଉମ୍ ସଅରେ କେଟ୍ଲା । ସେଦାପ୍ରେ ଗଟେକ୍ ରମିୟ ସନିଅମନର୍ ମୁକିଅ ତାକେ ବେଟ୍ ଅଇକରି ବାବୁଜିଆ କରି କଇଲା ।
5 Tendo Jesus entrado em Cafarnaum, chegou-se a ele um centurião que lhe rogava, dizendo:
6 “ଏ ମାପ୍ରୁ, ମର୍ ଗଟେକ୍ ଗତିଦାଙ୍ଗ୍ଡା ଅଚ୍ନାଇ ଡୁଲିକରି ବେସି କସ୍ଟ ପାଇଲାନି ଉଟେ ନାଇ, ବସେ ନାଇ ।”
6 Senhor, o meu criado jaz em casa paralítico, e horrivelmente atormentado.
7 ଜିସୁ ତାକେ କଇଲା, “ମୁଇ ଆସି ତାକେ ନିକ କର୍ବି ।”
7 Respondeu-lhe Jesus: Eu irei, e o curarei.
8 ମାତର୍ ମୁକିଅ କଇଲା, “ନାଇ ମାପ୍ରୁ ତମେ ଜେ ମର୍ଗରେ ପାଦ୍ ପାକାଇସା, ଏଟାର୍ପାଇ ମର୍ ଅଦିକାର୍ ନଇ । ତମେ ପଦେକ୍ କଇଦିଆ, ମର୍ ଗତିଦାଙ୍ଗ୍ଡା ନିକ ଅଇଜାଇସି ।
8 O centurião, porém, replicou-lhe: Senhor, não sou digno de que entres debaixo do meu telhado; mas somente dize uma palavra, e o meu criado há de sarar.
9 କାଇକେବଇଲେ ମୁଇ ମର୍ ଉପ୍ରର୍ ଅଦିକାରିର୍ ତଲେ କାମ୍ କଲିନି, ଅଇଲେ ମିସା ମର୍ ତଲେ କେତେ କେତେ ସନିଅମନ୍ ଆଚତ୍ । ସେମନର୍ ବିତ୍ରେଅନି ଜଦି ମୁଇ ଗଟେକ୍ ଲକ୍କେ ଜାଆ ବଲି ଆଦେସ୍ ଦେଲେ, ସେ ଜାଇସି । ବିନ୍ଟାକେ ଆଉ ବଲି କଇଲେ ସେ ଆଇସି । ସେନ୍ତିସେ ମର୍ ଗତି ଦାଙ୍ଗ୍ଡାକେ ଏଟା କର୍ ବଲି କଇଲା ଦାପ୍ରେ ସେ ସେଟା କର୍ସି ।”
9 Pois também eu sou homem sujeito à autoridade, e tenho soldados às minhas ordens; e digo a este: Vai, e ele vai; e a outro: Vem, e ele vem; e ao meu servo: Faze isto, e ele o faz.
10 ଜିସୁ ଏଟା ସୁନି କାବା ଅଇଗାଲା, ଆରି ତାର୍ ସଙ୍ଗ୍ ଆଇବା ଲକ୍ମନ୍କେ କଇଲା, “ମୁଇ ସତ୍ କଇଲିନି, ଇସ୍ରାଏଲ୍ ବିତ୍ରେ କନ୍ ଲକର୍ଟାନେ ମିସା ଏ ଲକର୍ ପାରା ବିସ୍ବାସ୍ ମୁଇ ଦେକିନାଇ ।
10 Jesus, ouvindo isso, admirou-se, e disse aos que o seguiam: Em verdade vos digo que a ninguém encontrei em Israel com tamanha fé.
11 ଏ କାତା ତମର୍ ମନେ ର, ପୁରୁବ୍ ଆରି ପସ୍ଚିମ୍ ବାଟର୍ ଦେସେଅନି କେତେ କେତେ ଲକ୍ ସରଗ୍ ରାଇଜେ ଆସି ଅବ୍ରାଆମ୍ ଇସାକ୍ ଆରି ଜାକୁବର୍ ସଙ୍ଗ୍ ବଜିତେଇ ଗଟେକ୍ଟାନେ କାଇବାକେ ବସ୍ବାଇ ।
11 Também vos digo que muitos virão do oriente e do ocidente, e reclinar-se-ão à mesa de Abraão, Isaque e Jacó, no reino dos céus;
12 ମାତର୍ ଜନ୍ ଲକ୍ମନ୍ ସରଗ୍ ରାଇଜେ ପୁର୍ବାର୍ ରଇଲାଇ, ସେମନ୍କେ ବାଇରର୍ ଆନ୍ଦାରେ ପିଙ୍ଗା ଅଇସି । ତେଇ ସେମନ୍ ଦାଁତ୍ ମୁଣ୍ଡ୍ କାତ୍ରି ମାରିଚପିଅଇ କାନ୍ଦ୍ବାଇ ।”
12 mas os filhos do reino serão lançados nas trevas exteriores; ali haverá choro e ranger de dentes.
13 ଜିସୁ ସନିଅମନର୍ ମୁକିଅକେ କଇଲା, “ତୁଇ ଏବେ ଗରେ ଜା । ତୁଇ ଜେନ୍ତି ବିସ୍ବାସ୍ କଲୁସ୍ନି ସେନ୍ତାରିସେ ଅଇସି ।” ସମାନ୍ ସେ ବେଲାଇସେ ତାର୍ ଗତିଦାଙ୍ଗ୍ଡା ପୁରାପୁରୁନ୍ ନିକ ଅଇଗାଲା ।
13 Então disse Jesus ao centurião: Vai-te, e te seja feito assim como creste. E naquela mesma hora o seu criado sarou.
14 ଜିସୁ ପିତରର୍ ଗରେ ଜାଇ ତାର୍ ସାତ୍ରି ଜର୍ଅଇକରି ଅଚ୍ନାଇ ଡୁଲି ରଇବାଟା ଦେକ୍ଲା ।
14 Ora, tendo Jesus entrado na casa de Pedro, viu a sogra deste de cama; e com febre.
15 ସେ ପିତରର୍ ସାତ୍ରିର୍ ଆତେ ଚିଇଲା ଦାପ୍ରେ ତାର୍ ଜର୍ ଚାଡିଗାଲା । ଆରି ସେ ଉଟିକରି ଜିସୁର୍ ସେବା କର୍ବାର୍ ଦାର୍ଲା ।
15 E tocou-lhe a mão, e a febre a deixou; então ela se levantou, e o servia.
16 ସଞ୍ଜ୍ ଅଇଲାକେ ଲକ୍ମନ୍, କେତେକ୍ କେତେକ୍ ଡୁମା ଦାରିରଇଲା ଲକ୍ମନ୍କେ ଜିସୁର୍ ଲଗେ ଆନ୍ଲାଇ । ତାର୍ ପଦେକ୍ କାତା କଇଲା ଦାପ୍ରେସେ ଡୁମା ଆତ୍ମାମନ୍କେ ବାର୍କରାଇଦେଲା ଆରି ରଗି ଲକ୍ମନ୍କେ ନିକ କଲା ।
16 Caída a tarde, trouxeram-lhe muitos endemoninhados; e ele com a sua palavra expulsou os espíritos, e curou todos os enfermos;
17 ଏଟା କଲାର୍ ଲାଗି ଜିସୁ ଜିସାଇୟ ବବିସତ୍ବକ୍ତା ଜାନାଇ ରଇଲାଟା ପୁରାପୁରୁନ୍ ସିଦ୍କଲା । ବବିସତ୍ବକ୍ତା କଇରଇଲା “ଆମର୍ ଦୁକାସୁକା ସବୁ ନିଜେ ନେଲା ଆରି ଆମର୍ ଜର୍ଦୁକା ବଇଲା ।”
17 para que se cumprisse o que fora dito pelo profeta Isaías: Ele tomou sobre si as nossas enfermidades, e levou as nossas doenças.
18 ଜିସୁ ତାର୍ ଚାରିବେଟ୍ତି ରଇଲା ବେସି ଲକ୍ମନ୍କେ ଦେକିକରି ତାର୍ ସିସ୍ମନ୍କେ ଗାଡ୍ ସେପାଟ୍ ଜିବାକେ କଇଲା ।
18 Vendo Jesus uma multidão ao redor de si, deu ordem de partir para o outro lado do mar.
19 ତେଇ ଗଟେକ୍ ଜିଉଦିମନର୍ ସାସ୍ତର୍ ସିକାଉ ତାର୍ ଲଗେ ଆସି କଇଲା, “ଏ ଗୁରୁ ତମେ ଜନ୍ ଜାଗାଇ ଗାଲେ ମିସା ମୁଇ ତମର୍ ସଙ୍ଗ୍ ଆଇବି ।”
19 E, aproximando-se um escriba, disse-lhe: Mestre, seguir-te-ei para onde quer que fores.
20 ମାତର୍ ଜିସୁ ତାକେ କଇଲା, “କଲିଆ ରଇବାକେ ପାଆର୍ ଆଚେ, ଆରି ଉଡିବୁଲ୍ବା ଚଡଇମନ୍ ରଇବାକେ ଗୁଡା ଆଚେ, ମାତର୍ ନର୍ପିଲା ମୁଇ, ମକେ ରଇବାକେ ଜାଗା ନାଇ ।”
20 Respondeu-lhe Jesus: As raposas têm covis, e as aves do céu têm ninhos; mas o Filho do homem não tem onde reclinar a cabeça.
21 ଆରି ସିସ୍ମନର୍ ବିତ୍ରେଅନି ଗଟେକ୍ ସିସ୍ କଇଲା, “ଏ ମାପ୍ରୁ, ମକେ ପର୍ତୁମ୍ ମର୍ ବାବାକେ ଜାଇ ତପି ଆଇବାକେ ମେଲାନି ଦିଆ ।”
21 E outro de seus discípulos lhe disse: Senhor, permite-me ir primeiro sepultar meu pai.
22 ମାତର୍ ଜିସୁ ତାକେ କଇଲା, “ମରିଗାଲା ଲକ୍ମନ୍ ମଲା ଲକ୍ମନ୍କେ ତପତ୍, ତୁଇ ମର୍ ପଚେ ପଚେ ଆଉ ।”
22 Jesus, porém, respondeu-lhe: Segue-me, e deixa os mortos sepultar os seus próprios mortos.
23 ତାର୍ ପଚେ ଜିସୁ ଗଟେକ୍ ଡଙ୍ଗାଇ ଚଗ୍ଲାକେ ତାର୍ ସିସ୍ମନ୍ ମିସା ତାର୍ ସଙ୍ଗ୍ ଗାଲାଇ ।
23 E, entrando ele no barco, seus discípulos o seguiram.
24 ସେ ବେଲା ଅଟାତ୍ ସମ୍ଦୁରେ ଏନ୍ତି ବାଉପବନ୍ ଆଇଲା ଆରି ଉଲ୍କାର୍ ଲାଗି ଡଙ୍ଗା ପାନିତେଇ ବୁଡିଜିବା ପାରା ଅଇଲା । ମାତର୍ ଜିସୁ ଡଙ୍ଗାଇ ସଇଦେଇ ରଇଲା ।
24 E eis que se levantou no mar tão grande tempestade que o barco era coberto pelas ondas; ele, porém, estava dormindo.
25 ଆରି ସିସ୍ମନ୍ ଜିସୁର୍ ଲଗେ ଜାଇକରି ତାକେ ଉଟାଇ କଇଲାଇ, “ଏ ମାପ୍ରୁ ଆମ୍କେ ରକିଆ କର୍ । ନଇଲେ ଆମେ ବୁଡି ମରିଜିବୁବେ ।”
25 Os discípulos, pois, aproximando-se, o despertaram, dizendo: Salva-nos, Senhor, que estamos perecendo.
26 ଜିସୁ ସେମନ୍କେ କଇଲା, “ଏ ବିସ୍ବାସେ ଡାଟ୍ ନ ରଇଲା ଲକ୍ମନ୍, ତମେ କାଇକେ ଏତେକ୍ ଡରିଗାଲାସ୍ନି ?” ଜିସୁ ବାଉପବନ୍କେ ଆରି ଲଅଡିକେ ଦମ୍କାଇଲା । ତେବର୍ପାଇ ବାଉପବନ୍ ଆରି ଲଅଡି ତବିର୍ ଅଇଗାଲା ।
26 Ele lhes respondeu: Por que temeis, homens de pouca fé? Então, levantando-se repreendeu os ventos e o mar, e seguiu-se grande bonança.
27 ଏଟା ଦେକି ସିସ୍ମନ୍ ବେସି କାବାଅଇଜାଇ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଏ କେନ୍ତାର୍ ଲକ୍ ଜେ ବାଉପବନ୍ ଆରି ଲଅଡି ମିସା ଆର୍ କାତା ମାନ୍ଲାଇନି ।”
27 E aqueles homens se maravilharam, dizendo: Que homem é este, que até os ventos e o mar lhe obedecem?
28 ଜିସୁ ଆରି ତାର୍ ସିସ୍ମନ୍ ଗାଡ୍ ସେପାଟର୍ ଗଦ୍ରିୟ ନାଉଁର୍ ଜାଗାଇ କେଟ୍ଲା ଦାପ୍ରେ, ଦୁଇଟା ଡୁମା ଡସ୍ଲା ଲକ୍ ତାକେ ବେଟ୍ ଅଇଲାଇ । ସେମନ୍ ମସନ୍ ବିତ୍ରେ ରଇତେରଇଲାଇ । ଆରି ସେମନ୍ ଏନ୍ତି ରଇଲାଇ ଜେ, ସେ ବାଟେ କେ ମିସା ଆସ୍ ଜା ନ ଅଇତେ ରଇଲାଇ ।
28 Tendo ele chegado ao outro lado, à terra dos gadarenos, saíram-lhe ao encontro dois endemoninhados, vindos dos sepulcros; tão ferozes eram que ninguém podia passar por aquele caminho.
29 ସେ ଲକ୍ମନ୍ ବେସି କିର୍କିରି କରି କଇଲାଇ, “ଏ ପର୍ମେସରର୍ ପିଲା ଆମର୍ ଟାନେ ତର୍ କାଇ କାମ୍ ଆଚେ ? ବେଲ୍ କାଲ୍ ନ କେଟ୍ତେ ତୁଇ କାଇ ଡଣ୍ଡ୍ ଦେବାକେ ଇତି ଆଇଲୁସ୍ କି ?”
29 E eis que gritaram, dizendo: Que temos nós contigo, Filho de Deus? Vieste aqui atormentar-nos antes do tempo?
30 ସେବେଲାଇ ସେ ଜାଗାଇଅନି କଣ୍ଡେକ୍ ଦୁରିକେ ଗଟେକ୍ ବଡ୍ ଗୁସ୍ରି ମାନ୍ଦା ଚାରାଇତେରଇଲାଇ ।
30 Ora, a alguma distância deles, andava pastando uma grande manada de porcos.
31 କାରାପ୍ ଆତ୍ମାମନ୍ ଜିସୁକେ ଗୁଆରି କରି କଇଲାଇ, “ତୁଇ ଜଦି ଆମ୍କେ ଏ ଲକ୍ମନର୍ତେଇ ଅନି ବାର୍କରାଇ ଦେଇସୁ ବଇଲେ ସେ ଗୁସ୍ରି ମାନ୍ଦା ବିତ୍ରେ ଜିବାକେ, ଆଦେସ୍ ଦେ ।”
31 E os demônios rogavam-lhe, dizendo: Se nos expulsas, manda-nos entrar naquela manada de porcos.
32 ଜିସୁ ସେମନ୍କେ ଜା ! ବଲି କଇଲାକେ କାରାପ୍ ଆତ୍ମାମନ୍ ସେ ଲକ୍ମନର୍ତେଇଅନି ବାରଇକରି ଗୁସ୍ରିମନର୍ ବିତ୍ରେ ପୁର୍ଲାଇ । ତେବର୍ ପାଇ, ଗୁସ୍ରିମନ୍ ଟିପେଅନି ଗସ୍ରି ସମ୍ଦୁରେ ବୁଡି ମଲାଇ ।
32 Disse-lhes Jesus: Ide. Então saíram, e entraram nos porcos; e eis que toda a manada se precipitou pelo despenhadeiro no mar, perecendo nas águas.
33 ଆରି ତେଇ ଗୁସ୍ରି ଚାରାଇତେ ରଇବା ଲକ୍ମନ୍ ପାଲାଇ କରି ଡୁମା ଡସି ରଇଲା ଲକ୍ମନ୍କେ କାଇକାଇଟା ଅଇଲା ସେଟା ସବୁ କଇଦେଲାଇ ।
33 Os pastores fugiram e, chegando à cidade, divulgaram todas estas coisas, e o que acontecera aos endemoninhados.
34 ଆରି ସେ ଗଡର୍ ସବୁ ଲକ୍ମନ୍ ଜିସୁକେ ଦେକ୍ବାକେ ଆଇଲାଇ । ସେମନ୍ ତାକେ ଦେକିକରି ସେ ଜାଗା ଚାଡି ଜା ବଲି ଗୁଆରି କଇଲାଇ ।
34 E eis que toda a cidade saiu ao encontro de Jesus; e vendo-o, rogaram-lhe que se retirasse dos seus termos.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?