Romanos 10
DSO vs ARC
1 ଏ ବାଇବଇନିମନ୍, ମର୍ ନିଜର୍ ଲକ୍ ମୁକ୍ତି ପାଅତ୍ ବଲି ମୁଇ ବେସି ମନ୍ କଲିନି । ଆରି ଏଟାର୍ପାଇ ମୁଇ ସବୁବେଲେ ପର୍ମେସର୍କେ ପାର୍ତନା କଲିନି ।
1 Irmãos, o bom desejo do meu coração e a oração a Deus por Israel é para sua salvação.
2 ସେମନ୍ ପରମେସର୍କେ ପୁରାପୁରୁନ୍ ବିସ୍ବାସ୍ କଲାଇନି । ମାତର୍ ତାକେ କେନ୍ତାରି ସାର୍ଦା କରାଇବାର୍ ଆଚେ, ସେଟା ନାଜାନତ୍ ।
2 Porque lhes dou testemunho de que têm zelo de Deus, mas não com entendimento.
3 ଲକ୍ମନ୍କେ ନିଜର୍ ମୁଆଟେ ଦରମ୍ ବଲାଇ ଅଇବାକେ, ପରମେସର୍ ଜନ୍ ଜଜ୍ନା କଲା, ସେଟା ସେମନ୍ ନିଚ୍ଲାଇ । ମାତର୍ ନିଜେ ଜଜ୍ନା ତିଆର୍ କରି, ନିୟମର୍ ବାଟେ ଇଣ୍ଡ୍ଲାଇ ।
3 Porquanto, não conhecendo a justiça de Deus e procurando estabelecer a sua própria justiça, não se sujeitaram à justiça de Deus.
4 କିରିସ୍ଟ ଆଇଲାତେଇଅନି ନିୟମ୍ ମାନ୍ବାଟା କାଇ ମୁଲିଅ ନାଇ । ଜେନ୍ତାରି କି ତାକେସେ ବିସ୍ବାସ୍ କଲେ, ମୁନୁସ୍ ପରମେସରର୍ ମୁଆଟେ ଦରମ୍ ଲକ୍ ବଲି ଏଜାଇ ଅଇସି ।
4 Porque o fim da lei é Cristo para justiça de todo aquele que crê.
5 ନିୟମ୍ ମାନ୍ବାତେଇଅନି ଦରମ୍ଲକ୍ ଅଇବା ବିସଇ ମସା ଲେକ୍ଲା ଆଚେ । ଜଦି ଜନ୍ ଲକ୍ମନ୍ ନିୟମର୍ ସବୁଜାକ ଆଦେସ୍ ମାନ୍ବାଇ, ସେମନ୍ ବଁଚ୍ବାଇ ।
5 Ora, Moisés descreve a justiça que é pela lei, dizendo: O homem que fizer estas coisas viverá por elas.
6 ମାତର୍ ଲକ୍ମନ୍ ବିସ୍ବାସ୍କରି ପର୍ମେସରର୍ ମୁଆଟେ ଦରମ୍ ବଲାଇଅଇବାଇ, ସେ ବିସଇ ସାସ୍ତରେ ଏନ୍ତି ଲେକାଆଚେ, କେ ସର୍ଗେ ଜାଇକରି କିରିସ୍ଟକେ ଉତ୍ରାଇ ଆନ୍ସି ? ବଲି ମନେ ମନେ କଇ ଉଆନାଇ ।
6 Mas a justiça que é pela fé diz assim: Não digas em teu coração: Quem subirá ao céu (isto é, a trazer do alto a Cristo)?
7 ଆରି କୁଆନାଇ, କେ ପାତାଲେ ଜାଇକରି କିରିସ୍ଟକେ ମଲାଟାନେଅନି ଆରିତରେକ୍ ଉଟାଇ ଆନ୍ସି ?
7 Ou: Quem descerá ao abismo (isto é, a tornar a trazer dentre os mortos a Cristo)?
8 କାଇକେବଇଲେ ସାସ୍ତରେ ଏନ୍ତାରି ମିସା ଲେକାଅଇଆଚେ, “ପରମେସରର୍ କବର୍ ତମର୍ ଲଗେ, ତମର୍ ଟଣ୍ଡେ ଆରି ମନେ ଆଚେ ।” ବିସ୍ବାସ୍ ବିସଇର୍ ଏ କବର୍ସେ ଆମେ ଜାନାଇଲୁନି ।
8 Mas que diz? A palavra está junto de ti, na tua boca e no teu coração; esta é a palavra da fé, que pregamos,
9 ଜଦି ଉଁ, କିରିସ୍ଟସେ ମାପ୍ରୁ ବଲି କଇଲାସ୍ନି ଆରି ଉଁ, ପରମେସର୍ ତାକେ ମଲାତେଇଅନି ଉଟାଇଲା ଆଚେ ବଲି ମନେ ମନେ ବିସ୍ବାସ୍ କଲାସ୍ନି, ସେନ୍ତାର୍ ଆଲେ ତମେ ମୁକ୍ତି ପାଇସା ।
9 a saber: Se, com a tua boca, confessares ao Senhor Jesus e, em teu coração, creres que Deus o ressuscitou dos mortos, serás salvo.
10 ଆମର୍ ବିସ୍ବାସର୍ ଲାଗି ପରମେସର୍ ଆମ୍କେ ଦରମ୍ ଲକ୍ ବଲି ଏଜ୍ଲାନି । ଆରି ଟଣ୍ଡେ ଉଁ ବଲି ମାନିଆଇଲୁନିଜେ ଆମେ ମୁକ୍ତି ପାଇଆଚୁ ।
10 Visto que com o coração se crê para a justiça, e com a boca se faz confissão para a salvação.
11 ସାସ୍ତର୍ ଇସାବେ, “କେ ମିସା ତାକେ ବିସ୍ବାସ୍ କର୍ସି, ସେ ବିସ୍ବାସ୍ କରି କେବେ ଲାଜ୍ ନ ଅଏ ।”
11 Porque a Escritura diz: Todo aquele que nele crer não será confundido.
12 କାଇଟାବଇଲେ, ଜିଉଦି ଆରି ଜିଉଦି ନଇଲା ଲକର୍ ବିତ୍ରେ କାଇ ସାନ୍ ବଡ୍ ନାଇ । ସେଟାର୍ ପାଇ ସବୁ ଲକର୍ ତା ଗଟେକ୍ ମାପ୍ରୁ, ଆରି ଜେତ୍କି ଲକ୍ ତାକେ ପାର୍ତନା କର୍ବାଇ ସେ ସବୁ ଲକ୍କେ ମଙ୍ଗଲ୍ କର୍ସି ।
12 Porquanto não há diferença entre judeu e grego, porque um mesmo é o Senhor de todos, rico para com todos os que o invocam.
13 କାଇକେବଇଲେ “ଜେ ମିସା ମାପ୍ରୁର୍ ନାଉଁ ଦାରି ପାର୍ତନା କର୍ସି, ସେ ମୁକ୍ତି ପାଇସି ।”
13 Porque todo aquele que invocar o nome do Senhor será salvo.
14 ମାତର୍ ସେମନ୍ ତାକେ ବିସ୍ବାସ୍ ନ କଲେ, କେନ୍ତି ତାର୍ ନାଉଁ ଦାରି ପାର୍ତନା କର୍ବାଇ ? ଆରି ତାର୍ ବିସଇର୍ ସୁବ୍କବର୍ ନ ସୁନିରଇଲେ କେନ୍ତି ବିସ୍ବାସ୍ କର୍ବାଇ ? ଆରି ସେମନ୍କେ କବର୍ ନ ସୁନାଇଲେ, କେନ୍ତି ସୁନ୍ବାଇ ?
14 Como, pois, invocarão aquele em quem não creram? E como crerão naquele de quem não ouviram? E como ouvirão, se não há quem pregue?
15 ଆରି କବର୍ ନେଉକେ ନ ପାଟାଇଲେ କେନ୍ତି ଜାନାଇସି ? ଏ ବିସଇ ସାସ୍ତରେ ଲେକା ଆଚେ “ସୁବ୍କବର୍ ଜାନାଉମନ୍ ଆଇବାଟା, କେଡେ ସାର୍ଦାର୍ କାତା !”
15 E como pregarão, se não forem enviados? Como está escrito: Quão formosos os pés dos que anunciam a paz, dos que anunciam coisas boas!
16 ମାତର୍ ସୁବ୍କବର୍ ଜାନାଇବାଟାନେ ସବୁ ଲକ୍ ମାନତ୍ ନାଇ । ସେଟାର୍ ପାଇ ଜିସାଇୟ ଲେକ୍ଲା ଆଚେ, “ଏ ମାପ୍ରୁ, ଆମେ କଇଲା କାତା ସୁନିକରି କେ ବିସ୍ବାସ୍ କରତ୍ନାଇ ।”
16 Mas nem todos obedecem ao evangelho; pois Isaías diz: Senhor, quem creu na nossa pregação?
17 ତେବର୍ପାଇ ସୁବ୍କବର୍ ସୁନ୍ବାଟାନେଅନି ବିସ୍ବାସ୍ ଅଇସି । ଆରି କିରିସ୍ଟକେ ଜାନାଇବାଟା ସେ ସୁବ୍କବର୍ ।
17 De sorte que a fé é pelo ouvir, e o ouvir pela palavra de Deus.
18 ମାତର୍ ମୁଇ ପାଚାର୍ଲିନି ଇସ୍ରାଏଲର୍ ଲକ୍ମନ୍ କାଇ, ସେ କବର୍ ସୁନତ୍ ନାଇ କି ? ବାଇଦରେ ସୁନିଆଚତ୍, କାଇକେବଇଲେ ଲେକାଆଚେ,
18 Mas digo: Porventura, não ouviram? Sim, por certo, pois por toda a terra saiu a voz deles, e as suas palavras até aos confins do mundo.
19 ଆରି ତରେକ୍ ମୁଇ ପାଚାର୍ଲିନି, ଇସ୍ରାଏଲର୍ ଲକ୍ମନ୍ ସେଟା ନିକସଙ୍ଗ୍ ବୁଜତ୍ ନାଇ କି ? ଉଁ ବୁଜିଆଚତ୍ । କାଇକେବଇଲେ ବେସି ବରସ୍ ଆଗ୍ତୁ ମସା ଉତର୍ଦେଇ ଲେକ୍ଲା ଆଚେ,
19 Mas digo: Porventura, Israel não o soube? Primeiramente, diz Moisés: Eu vos meterei em ciúmes com aqueles que não são povo, com gente insensata vos provocarei à ira.
20 ଜିସାଇଅ ଆରି ମିସା ଡାଟ୍ସଙ୍ଗ୍ କଇଲା ଆଚେ,
20 E Isaías ousadamente diz: Fui achado pelos que me não buscavam, fui manifestado aos que por mim não perguntavam.
21 ମାତର୍ ପର୍ମେସର୍ ଇସ୍ରାଏଲର୍ ବିସଇ କଇଲାନି, “ଗୁଲାଇଦିନ୍ ସେମନ୍କେ ଡାକି ନେବାକେ ଆତ୍ ଲାମାଇଲି, ମାତର୍ ସେମନ୍ ମକେ ନ ମାନିକରି ବିରଦ୍ କଲାଇ ।”
21 Mas contra Israel diz: Todo o dia estendi as minhas mãos a um povo rebelde e contradizente.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?