Romanos 13
DSO vs ARIB
1 ସାସନ୍କାରିଆମନର୍ କାତା ସବୁ ଲକ୍ ମାନ୍ବାକେ ବାଦିଅ, କାଇକେବଇଲେ ପରମେସର୍ ଆଦେସ୍ ନ ଦେଲେ କେ ମିସା ସାସନ୍ କର୍ବାକେ ଅଦିକାର୍ ନ ପାଏ । ଗାଦିଟାନେ ରଇଲା ସାସନ୍କାରିଆମନ୍କେ ପରମେସର୍ ବସାଇଲା ଆଚେ ।
1 Toda alma esteja sujeita às autoridades superiores; porque não há autoridade que não venha de Deus; e as que existem foram ordenadas por Deus.
2 ସେଟାର୍ ପାଇ ଜେ ଗାଦିତେଇ ବସ୍ଲା ସାସନ୍କାରିଆମନ୍କେ ବିରଦ୍ କର୍ସି, ସେ ପରମେସର୍ ତିଆର୍କଲା ଗାଦିର ବିରଦ୍ କଲାନି । ଜେ ଏଟା କର୍ସି ସେ ପର୍ମେସରର୍ ବିଚାର୍ନା ଜାଗାଇ ଟିଆଅଇସି ।
2 Por isso quem resiste à autoridade resiste à ordenação de Deus; e os que resistem trarão sobre si mesmos a condenação.
3 ଆମର୍ ଚଲାଚଲ୍ତି ସତ୍ ରଇଲେ ସାସନ୍କାରିଆକେ ଡର୍ବାର୍ ଦର୍କାର୍ ନାଇ । କାରାପ୍ ରଇଲେ ଡର୍ବାର୍ ଆଚେ । ସାସନ୍କାରିଆମନ୍କେ ତମେ ଡର୍ବାକେ ମନ୍ କରାସ୍ ନାଇ, ସେନ୍ତାର୍ଆଲେ ନିକ କାମ୍ କରା ଆରି ସେମନ୍ ତମ୍କେ ନାମ୍ବାଇ ।
3 Porque os magistrados não são motivo de temor para os que fazem o bem, mas para os que fazem o mal. Queres tu, pois, não temer a autoridade? Faze o bem, e terás louvor dela;
4 ସେମନ୍ ପର୍ମେସରର୍ ଗତିଦାଙ୍ଗ୍ଡାମନ୍ ଆରି ତମର୍ ନିକପାଇସେ କାମ୍ କଲାଇନି । ତମେ ଜଦି କାରାପ୍ କାମ୍ କର୍ତେରଇସା, ତେବେ ସେମନ୍କେ ଡର୍ବାର୍ ଆଚେ । କାଇକେବଇଲେ ତମ୍କେ ଡଣ୍ଡ୍ ଦେବାକେ ତାକର୍ ଅଦିକାର୍ ଆଚେ । ସେମନ୍ ପର୍ମେସରର୍ ଗତିଦାଙ୍ଗ୍ଡା ଆରି ଜେତ୍କି ଲକ୍ କାରାପ୍ କାମ୍ କର୍ତେରଇବାଇ, ସେମନ୍କେ ପର୍ମେସର୍ ଡଣ୍ଡ୍ ଦେବାଇ ।
4 porquanto ela é ministro de Deus para teu bem. Mas, se fizeres o mal, teme, pois não traz debalde a espada; porque é ministro de Deus, e vingador em ira contra aquele que pratica o mal.
5 ସେଟାର୍ପାଇ ତମେ ସାସନ୍କାରିଆମନର୍ କାତା ମାନ୍ବାର୍ ଆଚେ । ଉଜେ ପରମେସରର୍ ଡଣ୍ଡ୍ ଡରିକରି ନାଇ, ମାତର୍ ନିଜର୍ ବୁଦିସଙ୍ଗ୍ ଏଟା ଟିକ୍ କାମ୍ ବଲି ଜାନିକରି ମିସା ଏଟା କର୍ବାର୍ ଆଚେ ।
5 Pelo que é necessário que lhe estejais sujeitos, não somente por causa da ira, mas também por causa da consciência.
6 ଏଟାର୍ପାଇ ତମେ ସିସ୍ତୁ ମିସା ଦେଲାସ୍ନି, କାଇକେବଇଲେ ସାସନ୍କାରିଆମନ୍ ଟିକ୍ସଙ୍ଗ୍ କାମ୍ କଲାବେଲେ ପରମେସରର୍ ସେବା କର୍ତେ ରଇବାଇ ।
6 Por esta razão também pagais tributo; porque são ministros de Deus, para atenderem a isso mesmo.
7 ସେଟାର୍ ପାଇ ସେମନ୍ ଜେତ୍କି ପାଇବାର୍ ଆଚେ ସେଟା ସେମନ୍କେ ଦେଇଦିଆସ୍ । ତମେ ସିସ୍ତୁ କି ଅଡି ଜାଇଟା ଦେବାର୍ ଆଚେ, ସେଟା ବାନ୍ଦିଦିଆସ୍ ଆରି ସେମନ୍କେ ନାମିକରି ସନ୍ମାନ୍ କରା ।
7 Dai a cada um o que lhe é devido: a quem tributo, tributo; a quem imposto, imposto; a quem temor, temor; a quem honra, honra.
8 ନିଜର୍ ନିଜର୍ ବିତ୍ରେ ଆଲାଦ୍ କରାକରି ଅଇବାଟା ଚାଡି ଆରି କାଇ ବିସଇ କାର୍ ଲଗେ ମିସା ଉଦାର୍ ଉଆ ନାଇ । ଜେ ଏଟା ବିନ୍ ଲକର୍ପାଇ କର୍ସି, ସେ ନିୟମ୍ ମାନ୍ସି ।
8 A ninguém devais coisa alguma, senão o amor recíproco; pois quem ama ao próximo tem cumprido a lei.
9 ନିୟମ୍ତେଇ ଲେକାଅଇଲା ଆଚେ, “ବେସିଆ କାମ୍ କର୍ବାର୍ ନାଇ, ନର୍ ମାର୍ବାର୍ ନାଇ, ଚରାଇବାର୍ ନାଇ, ବିନ୍ ଲକର୍ ଦିନ୍ସୁ ଲବାଇବାର୍ ନାଇ ।” ନିଜ୍କେ ଆଲାଦ୍ କଲାପାରା ବିନ୍ ଲକ୍ମନ୍କେ ଆଲାଦ୍ କରା । ଏ ଗଟେକ୍ ଆଦେସ୍ ଜଦି ତମେ ମାନ୍ସା, ନିୟମେ ରଇବା ସବୁ ଆଦେସ୍ ମାନ୍ଲାପାରା ଅଇସି ।
9 Com efeito: Não adulterarás; não matarás; não furtarás; não cobiçarás; e se há algum outro mandamento, tudo nesta palavra se resume: Amarás ao teu próximo como a ti mesmo.
10 କାଇକେବଇଲେ ତମେ ଗଟେକ୍ ଲକ୍କେ ଆଲାଦ୍ କର୍ତେ ରଇଲେ, କେବେ ମିସା ତାକେ ଅନିଆଇ ନ କରାସ୍ । ଆରି ତମେ ଜଦି ସେମନ୍କେ ଆଲାଦ୍ କର୍ସାବଇଲେ, ସବୁ ନିୟମ୍ ମାନିକରିଆଚାସ୍ ।
10 O amor não faz mal ao próximo. De modo que o amor é o cumprimento da lei.
11 ଏବେ ତମେ ଏଟା କର୍ବାର୍ ଆଚେ । କାଇକେବଇଲେ ବେଲା କେଟ୍ଲାଆଚେ । ଆମେ ସଇରଇବା ଲକର୍ପାରା ନ ଅଇକରି ଚେତା ଅଇ ଜାଗ୍ରତ୍ ଅଇରଇବାର୍ ଆଚେ । ବିସ୍ବାସ୍ କର୍ବା ବେଲା ଆଗ୍ତୁ ରଇଲେ ମିସା ଆମର୍ ମୁକ୍ତି ପାଇବା ଦିନ୍ ଲଗେ ଅଇଆଚେ ।
11 E isso fazei, conhecendo o tempo, que já é hora de despertardes do sono; porque a nossa salvação está agora mais perto de nós do que quando nos tornamos crentes.
12 ରାତି ଦାପ୍ରେ ସାରିଜାଇସିବେ, ସାକାଲ୍ ଅଇବାକେ ଗାଲାନି । ସେଟାର୍ପାଇ ଆସା, ରାତିଆ କରିରଇବା କାରାପ୍ କାମ୍ ସବୁ ଚାଡିକରି, ଉଜ୍ଲେ ଜୁଇଦ୍ କର୍ବା ଆତ୍ଆତିଆର୍ ଦାରୁ ।
12 A noite é passada, e o dia é chegado; dispamo-nos, pois, das obras das trevas, e vistamo-nos, pois, das obras das trevas, e vistamo-nos das armas da luz.
13 ବେସିଆମନର୍ ଦଲେ ମିସ୍ବାର୍ ନାଇ, ମାତୁଆଲ୍ମନର୍ ଦଲେ ଜିବାର୍ ନାଇ, ବିନ୍ ମାଇଜିମନର୍ ସଙ୍ଗ୍ ମିସିରଇବାର୍ ନାଇ, ଲାଗାଜଡା ଅଇବାର୍ ନାଇ ଆରି ଇଁସା ଅଇବାର୍ ନାଇ । ଆମେ ଜେତ୍କି ଲକ୍ ଉଜ୍ଲେ ରଇଆଚୁ, ଟିକ୍ ସଙ୍ଗ୍ ଚଲାଚଲ୍ତି କରୁ ।
13 Andemos honestamente, como de dia: não em glutonarias e bebedeiras, não em impudicícias e dissoluções, não em contendas e inveja.
14 ମାପ୍ରୁ ଜିସୁକିରିସ୍ଟର୍ ଆତ୍ଆତିଆର୍ ଦାରି ରଉଁ । ଆରି ଆମର୍ ପାପର୍ ଗୁନ୍ଚଲନ୍ ନ ମାନିକରି ଆମେ ମନ୍ କର୍ବାଟା ପୁରାପୁରୁନ୍ ନ କରୁ ।
14 Mas revesti-vos do Senhor Jesus Cristo; e não tenhais cuidado da carne em suas concupiscências.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?