Romanos 1
DSO vs ARIB
1 ମୁଇ ପାଉଲ୍ ଏଟା ଲେକ୍ଲିନି, ମୁଇ କିରିସ୍ଟ ଜିସୁର୍ ଗଟେକ୍ ସେବାକାରିଆ । ପର୍ମେସର୍ ମକେ ବାଚ୍ଲା ଆରି ତାର୍ ନିମାନ୍ କବର୍ ଜାନାଇବାକେ ସର୍ପିଦେଲା । ରମ୍ ରାଇଜେ ରଇବା ତମର୍ ସବୁଲକର୍ପାଇ ମୁଇ ଏ ଚିଟି ପାଟାଇଲିନି ।
1 Paulo, servo de Jesus Cristo, chamado para ser apóstolo, separado para o evangelho de Deus,
2 ପର୍ମେସର୍ ଏ ବିସଇ ଆଗେଅନି କାତା ଦେଇରଇଲା, ଆରି ସୁକଲ୍ ସାସ୍ତରେ ସେ ସବୁ ଲେକ୍ବା ପାଇ ତାର୍ ବବିସତ୍ବକ୍ତାମନ୍କେ ତିଆର୍ଲା ।
2 que ele antes havia prometido pelos seus profetas nas santas Escrituras,
3 ଏ ସୁବ୍କବର୍ତେଇ ପରମେସରର୍ ପଅ, ଆରି ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ ଆଚେ । ସେ ଏ ମଚ୍ପୁରେ ନର୍ ରୁପ୍ଦାରି ଦାଉଦର୍ ନାତିତିତି ଅଇ ଜାତ୍ ଅଇଲା ।
3 acerca de seu Filho, que nasceu da descendência de Davi segundo a carne,
4 ମାତର୍ ସେ ପୁରାପୁରୁନ୍ ସୁକଲ୍ ରଇଲା, ଆରି ପର୍ମେସରର୍ ବଡ୍ ବପୁସଙ୍ଗ୍ ତାକେ ମଲାଟାନେଅନି ଉଟାଇଲା । ମଲାଟାନେଅନି ଉଟ୍ଲାର୍ପାଇ ସେ ପରମେସରର୍ ପଅ ବଲି ଦେକାଇଲା ।
4 e que com poder foi declarado Filho de Deus segundo o espírito de santidade, pela ressurreição dentre os mortos-Jesus Cristo nosso Senhor,
5 ପରମେସର୍ କିରିସ୍ଟର୍ ତେଇଅନି ମକେ ଗଟେକ୍ ପେରିତ୍ କଲାଆଚେ, ଜେନ୍ତାରି କି ସବୁ ଜଗତର୍ ଲକ୍ମନ୍କେ ତାର୍ ବିସଇ ଜାନାଇବି । ସେମନ୍ ସେଟା ବିସ୍ବାସ୍ କରି ମାନ୍ବାଇ ।
5 pelo qual recebemos a graça e o apostolado, por amor do seu nome, para a obediência da fé entre todos os gentios,
6 ଏ ରମ୍ ଦେସର୍ ଲକ୍ ! ତମେମିସା ଜିସୁକିରିସ୍ଟର୍ ସିସ୍ ଅଇବାକେ ବାଚାଇ ଅଇଆଚାସ୍ ।
6 entre os quais sois também vós chamados para serdes de Jesus Cristo;
7 ରମେ ରଇବା ସବୁ ଲକ୍କେ ଏ ଚିଟି ଲେକ୍ଲିନି । କାଇକେବଇଲେ ତମ୍କେ ପରମେସର୍ ଆଲାଦ୍ କଲାନି । ଆରି ତାର୍ ନିଜର୍ ଲକ୍ ଅଇବାକେ ଡାକି ଆଚେ ।
7 a todos os que estais em Roma, amados de Deus, chamados para serdes santos: Graça a vós, e paz da parte de Deus nosso Pai, e do Senhor Jesus Cristo.
8 ମୁଇ ତମ୍କେ ପର୍ତମେ ଏ ବିସଇ କଇବାକେ ମନ୍ କରି ରଇଲିଜେ, ତମର୍ ସବୁଲକର୍ପାଇ ମୁଇ ମାପ୍ରୁ ଜିସୁର୍ ନାଉଁ ଦାରି ପର୍ମେସର୍କେ ଦନିଅବାଦ୍ ଦେଲିନି । କାଇକେବଇଲେ ଗୁଲାଇ ଜଗତର୍ ଲକ୍, ତମେ ବିସ୍ବାସ୍ କରିରଇବା ବିସଇ ସୁନ୍ଲାଇନି ।
8 Primeiramente dou graças ao meu Deus, mediante Jesus Cristo, por todos vós, porque em todo o mundo é anunciada a vossa fé.
9 ମୁଇ ମର୍ ସବୁ ମନ୍ପରାନ୍ ଦେଇ ଜନ୍ ପରମେସର୍କେ ସେବା କଲିନି, ଆରି ଜନ୍ ପରମେସରର୍ ପଅର୍ ସୁବ୍ କବର୍ ଜାନାଇଲିନି, ସେ ପରମେସର୍ ମର୍ ସାକି ।
9 Pois Deus, a quem sirvo em meu espírito, no evangelho de seu Filho, me é testemunha de como incessantemente faço menção de vós,
10 ମୁଇ ପାର୍ତନା କଲାବେଲେ ତମ୍କେ ସବୁବେଲେ ଏତାଇଲିନି । ସେ ମନ୍ କଲେ, ମକେ ତମର୍ ଲଗେ ଜିବାକେ ବେଲା ଟିକ୍ କରି ଦେଅ ବଲି ପରମେସର୍କେ ଗୁଆରି କଲିନି ।
10 pedindo sempre em minhas orações que, afinal, pela vontade de Deus, se me ofereça boa ocasião para ir ter convosco.
11 ତମର୍ ଲଗେ ଆଇବାକେ ମୁଇ ବେସି ମନ୍ କଲିନି । ମର୍ ପାଇରଇଲା ଆତ୍ମାର୍ ଦାନ୍ ବିସଇ ଜାନାଇବାଟାନେଅନି ତମର୍ ବିସ୍ବାସ୍ ଡାଟ୍ କରାଇବି ।
11 Porque desejo muito ver-vos, para vos comunicar algum dom espiritual, a fim de que sejais fortalecidos;
12 ଏଟାର୍ ଲାଗି ତମର୍ ବିସ୍ବାସେଅନି ମର୍ ବିସ୍ବାସ୍ ଡାଟ୍ ଅଇସି ଆରି ମର୍ ବିସ୍ବାସେଅନି ତମର୍ ବିସ୍ବାସ୍ ଡାଟ୍ ଅଇସି ।
12 isto é, para que juntamente convosco eu seja consolado em vós pela fé mútua, vossa e minha.
13 ବାଇବଇନିମନ୍, ତମର୍ ଟାନେ ଆଇବାକେ ମୁଇ ବେସି ତର୍ ମନ୍ କରିରଇଲି, ମାତର୍ ଦାରାବାନ୍ଦାଅଇ ଜାଇରଇଲି ଜେ ଆଜିକେ ଜାକ ଆସି ନାପାର୍ଲିନି । ବିନ୍ ବିନ୍ ଜାଗାର୍ ଜିଉଦି ନଇଲା ଲକ୍ମନର୍ ବିତ୍ରେ ସୁବ୍କବର୍ ଜାନାଇକରି ମକେ ଜେତ୍କି ସାର୍ଦା ମିଲ୍ଲା ଆଚେ, ତମର୍ ଜାଗାଇ ମିସା ସେଟା କର୍ବାକେ ମୁଇ ମନ୍ କଲିନି ।
13 E não quero que ignoreis, irmãos, que muitas vezes propus visitar-vos {mas até agora tenho sido impedido}, para conseguir algum fruto entre vós, como também entre os demais gentios.
14 କାଇକେବଇଲେ, ଗିରିକ୍ ଲକ୍ମନର୍ ପାରା ଗିଆନ୍ ରଇଲେ ମିସା, ମୁର୍କ ଲକ୍ ଅଇରଇଲେ ମିସା, ସିକିରଇବା ଲକ୍ ଅଇରଇଲେ ମିସା, କି ନ ସିକିରଇବା ଲକ୍ ଅଇରଇଲେ ମିସା, ଏ ସବୁ ଦଲର୍ ଲକ୍ମନର୍ ପାଇ ମର୍ ଦାଇତ୍ ଆଚେ ।
14 Eu sou devedor, tanto a gregos como a bárbaros, tanto a sábios como a ignorantes.
15 ସେଟାର୍ ପାଇ ରମ୍ ଗଡର୍ ଲକ୍, ତମର୍ ଲଗେ ମିସା ନିମାନ୍ କବର୍ ଜାନାଇବାକେ ମୁଇ ମନ୍ କଲିନି ।
15 De modo que, quanto está em mim, estou pronto para anunciar o evangelho também a vós que estais em Roma.
16 ସେ ସୁବ୍ କବର୍ଟାନେ ମର୍ ପୁରାପୁରୁନ୍ ଆସାଆଚେ, ସେଟା ସିଗ୍ ପର୍ତମେ ଜିଉଦି ଲକ୍ମନର୍ ପାଇ ଆରି ତାର୍ ପଚେ ବିସ୍ବାସ୍ କର୍ବା ଜିଉଦି ନଇଲା ଲକ୍ମନର୍ ପାଇ ପରମେସରର୍ ବଡ୍ ବପୁ ।
16 Porque não me envergonho do evangelho, pois é o poder de Deus para salvação de todo aquele que crê; primeiro do judeu, e também do grego.
17 ଲକ୍ମନ୍ ପରମେସରର୍ ଲଗେ କେନ୍ତି ଦରମ୍ ଲକ୍ ବଲାଇ ଅଇ ପାର୍ବାଇ, ତାର୍ ଉପାଇ ତେଇ ଦେକାଇ ଦିଆଅଇଲା ଆଚେ । ଆରାମେ ଅନି ସାରାସାରିଜାକ ମୁକ୍ତି ପାଇବା ଗଟେକ୍ ମାତର୍ ଉପାଇ ଅଇଲାନି, ବିସ୍ବାସ୍ । ସାସ୍ତରର୍ ବାକିଅ ଇସାବେ “ଜେ ବିସ୍ବାସ୍ କରି ପରମେସରର୍ ମୁଆଟେ ଦରମ୍ ବଲାଇ ଅଇସି, ସେ ବଁଚ୍ସି ।”
17 Porque no evangelho é revelada, de fé em fé, a justiça de Deus, como está escrito: Mas o justo viverá da fé.
18 ଜନ୍ ପାପି ଲକ୍ମନ୍ ନିଜର୍ କାରାପ୍ କାମେଅନି ସତ୍ ବିସଇ ଅଟ୍କାଇବାଇ, ସେମନର୍ ବିରଦେ ସର୍ଗେଅନି ପରମେସରର୍ ରିସା ଦେକାଇ ଅଇସି ।
18 Pois do céu é revelada a ira de Deus contra toda a impiedade e injustiça dos homens que detêm a verdade em injustiça.
19 କାଇକେବଇଲେ ପରମେସରର୍ ବିସଇନେଇ ଜାଇଟା ଜାନ୍ବାର୍ ରଇଲା ସେମନ୍ ସେଟା ଜାନ୍ଲାଇ ଆଚତ୍ । ପରମେସର୍ ନିଜେ ସେଟା ଦେକାଇ ଦେଲାଆଚେ ।
19 Porquanto, o que de Deus se pode conhecer, neles se manifesta, porque Deus lho manifestou.
20 ପରମେସର୍ ଜଗତ୍ ତିଆର୍ କଲାତେଇଅନି, ତାର୍ ନ ଦେକାଇଅଇବା ଗୁନ୍ ଅଇଲାନି, ତାର୍ କାବାଅଇଜିବା କାମ୍ ଆରି ନ ସାର୍ବା ବପୁ । ସେ ତିଆର୍ କଲା ବିସଇତେଇ ସେଟା ଦେକିଅଇଲାନି । ସେଟାର୍ ପାଇ ସେମନ୍ ନାଜାନୁବଲି କଇନାପାରତ୍ ।
20 Pois os seus atributos invisíveis, o seu eterno poder e divindade, são claramente vistos desde a criação do mundo, sendo percebidos mediante as coisas criadas, de modo que eles são inescusáveis;
21 ସେମନ୍ ପରମେସର୍କେ ଜାନିକରି ମିସା ନିକ ନାମତ୍ ନାଇ କି ତାକେ କାଇ ବିସଇ ନେଇକରି ମିସା ଦନିଅବାଦ୍ ଦେଅତ୍ ନାଇ । ସେମନ୍ ଚିନ୍ତା କର୍ବାଟା ସବୁ କାରାପ୍ ଆରି ତାକର୍ ଚୁଚାଇ ରଇବା ମନ୍, ଆନ୍ଦାରେ ଆଚେ ।
21 porquanto, tendo conhecido a Deus, contudo não o glorificaram como Deus, nem lhe deram graças, antes nas suas especulações se desvaneceram, e o seu coração insensato se obscureceu.
22 ସେମନ୍ ନିଜ୍କେ ଗିଆନି ବଲି ବାବ୍ଲାଇନି, ମାତର୍ ସତଇସେ ସେମନ୍ ବକୁଆ ।
22 Dizendo-se sábios, tornaram-se estultos,
23 ସତ୍ ପରମେସର୍କେ ନ ନାମିକରି ନସିଜିବା ମୁନୁସ୍, ପସୁ, ଚଡଇ, ସାଁପ୍ପାରା ପୁତ୍ଲା ତିଆର୍ କରି ସେଟାମନ୍କେ ପୁଜା କଲାଇନି ।
23 e mudaram a glória do Deus incorruptível em semelhança da imagem de homem corruptível, e de aves, e de quadrúpedes, e de répteis.
24 ସେଟାର୍ ପାଇ ପରମେସର୍ ସେମନ୍କେ ଚାଡିଦେଲାଆଚେ, ଆରି ସେମନ୍ ନିଜର୍ ନିଜର୍ ମନ୍ କଲା କାରାପ୍ କାମେ ବୁଡି ରଇଲାଇନି । ସେମନ୍ ତାକର୍ ତାକର୍ ବିତ୍ରେ ଲାଜ୍ଅଇଜିବା ମିସାବିଡା କର୍ବାଟା ସଙ୍ଗଇଆଚତ୍ ।
24 Por isso Deus os entregou, nas concupiscências de seus corações, à imundícia, para serem os seus corpos desonrados entre si;
25 ସେମନ୍ ପରମେସରର୍ ବିସଇଟାନେ ରଇବା ସତ୍ ବାଦୁଲେ ମିଚ୍ ଦାରିକରି ଆଚତ୍ । ସବୁବେଲେ ଡାକ୍ପୁଟା ପାଇବା ପରମେସର୍କେ ପାର୍ତନା ନ କରି, ତିଆର୍ କଲା ଦିନ୍ସୁମନ୍କେ ପାର୍ତନା କଲାଇନି । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ଡାକ୍ପୁଟା ପାଅ ! ଆମେନ୍ ।
25 pois trocaram a verdade de Deus pela mentira, e adoraram e serviram à criatura antes que ao Criador, que é bendito eternamente. Amém.
26 ସେମନ୍ ଲାଜ୍ଅଇଜିବା ପାପ୍କାମେ ବୁଡି ରଇଲାର୍ ପାଇ ପରମେସର୍ ସେମନ୍କେ ଚାଡି ଦେଲାଆଚେ । ତାକର୍ ମାଇଜିମନ୍ ନିଜର୍ ମୁନୁସ୍ମନର୍ ସଙ୍ଗ୍ ସୁଆବସା ନ ଅଇ, କାରାପ୍ ଇସାବେ ବିନ୍ ମୁନୁସ୍ମନର୍ ସଙ୍ଗ୍ ସୁଆବସା କଲାଇନି ।
26 Pelo que Deus os entregou a paixões infames. Porque até as suas mulheres mudaram o uso natural no que é contrário à natureza;
27 ସେନ୍ତାରିସେ ମୁନୁସ୍ମନ୍ ମିସା ଆଲାଦେ ମାଇଜି ସଙ୍ଗ୍ ସୁଆବସା ନ କରି ନିଜର୍ ନିଜର୍ ବିତ୍ରେ କାରାପ୍ ଅଇ ମିସାବିଡା ଅଇବା ଚିନ୍ତାଇ ଜଲି ଗାଲାଇନି । ମୁନୁସ୍ମନ୍ ତାକର୍ ତାକର୍ ବିତ୍ରେ ଲାଜ୍ ଅଇବା ଚଲାଚଲ୍ତି କଲାଇନି ଆରି ସେଟାର୍ ପାଇ ଡଣ୍ଡ୍ ପାଇବାକେ ତିଆର୍ ଅଇଲାଇନି ।
27 semelhantemente, também os varões, deixando o uso natural da mulher, se inflamaram em sua sensualidade uns para como os outros, varão com varão, cometendo torpeza e recebendo em si mesmos a devida recompensa do seu erro.
28 ଏ ଲକ୍ମନ୍ ପରମେସରର୍ ବିସଇନେଇ ନିମାନ୍ ବାବ୍ବାକେ ମନ୍ ନ କଲାର୍ ପାଇ, ପରମେସର୍ ସେମନ୍କେ ଚାଡି ଦେଲାଆଚେ । ଆରି ମନ୍ ବିତ୍ରେ କାରାପ୍ ଚିନ୍ତା କର୍ବାଟା କରତ୍ ବଲି ଚାଡିଦେଲାଆଚେ । ଏଟାର୍ପାଇ ସେମନ୍ ନ କର୍ବା କାମ୍ କର୍ବାଇ ।
28 E assim como eles rejeitaram o conhecimento de Deus, Deus, por sua vez, os entregou a um sentimento depravado, para fazerem coisas que não convêm;
29 ତାକର୍ ବିତ୍ରେ ସବୁରକାମର୍ କାରାପ୍ ବିସଇ, ଜନ୍ଟାମନ୍କି, କାରାପ୍ ଚିନ୍ତା କର୍ବାଟା, ବାନିଆ ଚିନ୍ତା କର୍ବାଟା, ଲବାଇବାଟା, ଲାଁଚ୍ ନେବାଟା, ତାକର୍ ତାକର୍ ବିତ୍ରେ ଇଁସାତଲା ଅଇବାଟା, ନର୍ ମରାଇବାଟା, କିରମାର ଅଇବାଟା, ନାଡାଇବାଟା, ଆଁକାର୍ କର୍ବାଟା ଆରି କୁଟ୍କାତା ଅଇବାଟା ବର୍ତି ଅଇଆଚେ ।
29 estando cheios de toda a injustiça, malícia, cobiça, maldade; cheios de inveja, homicídio, contenda, dolo, malignidade;
30 ସେମନ୍ କାନେ ପୁସୁର୍ ପାସାର୍ ଅଇବାଟା, ବିନ୍ ଲକ୍କେ ନିନ୍ଦା କର୍ବାଟା, ପରମେସର୍କେ ଗିନ୍ କର୍ବାଟା, ବଡ୍ପନ୍ ଅଇବାଟା, ବଡ୍ପନିଆ କାତା ଅଇବାଟା, ବିନ୍ଲକ୍କେ ପାନ୍ଦେ ଅଦ୍ରାଇବାଟା, ଆରି ଆୟା ବାବାର୍ କାତା ନ ମାନ୍ବାଟା,
30 sendo murmuradores, detratores, aborrecedores de Deus, injuriadores, soberbos, presunçosos, inventores de males, desobedientes ao pais;
31 ଦରମ୍ ବିବେକ୍ ନ ଅଇବାଟା, କାତା ଦେଲା ପଚେ ସେଟା ବାଙ୍ଗାଇବାଟା, ତାକର୍ ବିତ୍ରେ ଆଲାଦ୍ ନ କର୍ବାଟା ଆରି ଜିବନ୍ ନ ଦୁକାଇବାଟା ।
31 néscios, infiéis nos contratos, sem afeição natural, sem misericórdia;
32 ଜନ୍ ଲକ୍ମନ୍ ଏନ୍ତି ଚଲାଚଲ୍ତି କର୍ବାଇ ସେମନ୍ ମରିଜିବାଟା ନିକ । ପରମେସରର୍ ଏ ନିୟମ୍ ସେମନ୍ ଜାନ୍ଲେ ମିସା ଏନ୍ତିସେ ଚଲାଚଲ୍ତି କର୍ବାଇ, ଅବ୍କା ସେଟା ନଏଁ, ମାତର୍ ଏନ୍ତି ଚଲାଚଲ୍ତି କର୍ବା ଲକର୍ ବାଟେ ଅଇକରି, ସାର୍ଦା ସଙ୍ଗ୍ ଏଟା ଟିକ୍ ବଲି ସେମନ୍କେ କଇବାଇ ।
32 os quais, conhecendo bem o decreto de Deus, que declara dignos de morte os que tais coisas praticam, não somente as fazem, mas também aprovam os que as praticam.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?