Romanos 5
DSO vs ARIB
1 ଏବେ ଆମେ ବିସ୍ବାସ୍ କଲାର୍ ପାଇ ପରମେସର୍ ଦେକ୍ବା ଇସାବେ ଦରମ୍ ଲକ୍ ବଲାଇଅଇଲୁ ଆଚୁ ଆରି ମାପ୍ରୁ ଜିସୁ କିରିସ୍ଟର ଲାଗି ପରମେସର୍ ସଙ୍ଗ୍ ସାନ୍ତି ସଙ୍ଗ୍ ଆଚୁ ।
1 Justificados, pois, pela fé, tenhamos paz com Deus, por nosso Senhor Jesus Cristo,
2 କାଇକେବଇଲେ ଆମେ ବିସ୍ବାସ୍ କଲାର୍ ପାଇସେ ତାର୍ ଜିବନ୍ ଦୁକାଇଲାଟାନେ ଆମ୍କେ ଆନି ଆଚେ । ଜନ୍ତେଇ କି ଏବେ ଆମେ ଆଚୁ । ଆମେ ବେସି ସାର୍ଦା ସଙ୍ଗ୍ ବଡ୍ପନର୍ କାତା କଇବୁ । କାଇକେବଇଲେ ପରମେସରର୍ ଡାକ୍ପୁଟାର୍ତେଇ ମିସ୍ବୁ ବଲି ଆମ୍କେ ଆସା ଆଚେ ।
2 por quem obtivemos também nosso acesso pela fé a esta graça, na qual estamos firmes, e gloriemo-nos na esperança da glória de Deus.
3 ସବୁ ରକାମର୍ ଦୁକ୍ କସ୍ଟ ମୁର୍ଚି କରି ସାର୍ଦା ଅଇଲୁନି, କାଇକେବଇଲେ ତେରେପେତେ ନ ଅଇ କସ୍ଟ ମୁରଚ୍ଲେ, ମନେ ସାଆସ୍ ଆଇସି ।
3 E não somente isso, mas também gloriemo-nos nas tribulações; sabendo que a tribulação produz a perseverança,
4 ସାଆସ୍ ଦାରି ରଇଲେ ପରମେସର୍ ସାର୍ଦା ଅଇସି । ତାର୍ ସାର୍ଦାଇଅନି ଆସା ଆଇସି ।
4 e a perseverança a experiência, e a experiência a esperança;
5 ଏ ଆସା ଆମ୍କେ ମୁର୍ମୁରା ଅଇବାକେ ନ ଦେଏ, କାଇକେ ବଇଲେ ପରମେସର୍ ଆମ୍କେ ସୁକଲ୍ଆତ୍ମା ଦେଇ କରି ଆମର୍ ମନେ ତାର୍ ଆଲାଦ୍ ବର୍ତି କରିଦେଲାଆଚେ । ସୁକଲ୍ଆତ୍ମା ଆମର୍ ପାଇ ରଇବା ପର୍ମେସରର୍ ଦାନ୍ ।
5 e a esperança não desaponta, porquanto o amor de Deus está derramado em nossos corações pelo Espírito Santo que nos foi dado.
6 ଆମ୍କେ କେ ମିସା ଆକାସାକା ନ ରଇଲା ବେଲେ, ପରମେସର୍ ଟିକ୍ କଲା ବେଲାଇ କିରିସ୍ଟ ପାପିମନର୍ ପାଇ ମଲା ।
6 Pois, quando ainda éramos fracos, Cristo morreu a seu tempo pelos ímpios.
7 ଦରମ୍ ଲକର୍ ପାଇ କେ ମିସା ଗଟେକ୍ ଲକ୍ ମର୍ବାଟା ଆମେ ନାଜାନୁ, ମାତର୍ ଏନ୍ତାରି ମିସା ଅଇସି ଜେ, ଗଟେକ୍ ନିମାନ୍ ଲକର୍ପାଇ ନିଜର୍ ଜିବନ୍ ଦେବାକେ କେ ଆଲେ ସାସ୍ କର୍ବାଇ ।
7 Porque dificilmente haverá quem morra por um justo; pois poderá ser que pelo homem bondoso alguém ouse morrer.
8 ମାତର୍ ଆମେ ପାପି ରଇଲାବେଲେ ଜିସୁ ଆମର୍ ପାଇ ନିଜର୍ ଜିବନ୍ ସର୍ପିଦେଲା । ଇତିଅନି ପରମେସର୍ ଆମ୍କେ କେତେକ୍ ଆଲାଦ୍ କଲାନି, ସେଟା ଜାନାପଡିଆଚେ ।
8 Mas Deus dá prova do seu amor para conosco, em que, quando éramos ainda pecadores, Cristo morreu por nós.
9 କିରିସ୍ଟର୍ ବନିର୍ଲାଗି ପରମେସର୍ ଆମ୍କେ ଦରମ୍ ଲକ୍ କଲାଆଚେ । ସେନ୍ତି ଆଲେ ପରମେସରର୍ ବଡ୍ ରିସାଇଅନି ଆମ୍କେ ରକିଆ କର୍ବାକେ କିରିସ୍ଟ କେତେକ୍ ମନ୍ଦିଆନ୍ ନ ଦେଏ !
9 Logo muito mais, sendo agora justificados pelo seu sangue, seremos por ele salvos da ira.
10 ଆମେ ପରମେସରର୍ ସତ୍ରୁ ରଇଲାବେଲେ ତାର୍ ପିଲା ଆମର୍ ପାଇ ଜିବନ୍ ଦେଲା । ତେଇଅନି ପରମେସର୍ ସଙ୍ଗ୍ ଆମେ ଆରିତରେକ୍ ଜଡିଅଇଲୁ । ତାର୍ ସଙ୍ଗ୍ ଆରିତରେକ୍ ଜଡିଅଇଲା ପଚେ, ଏବେ କିରିସ୍ଟର୍ ଜିବନର୍ ଲାଗି ଆମେ ରକିଆ ପାଇବାକେ କେତେକ୍ ଅଦିକ୍ ନ ପାଉ ?
10 Porque se nós, quando éramos inimigos, fomos reconciliados com Deus pela morte de seu Filho, muito mais, estando já reconciliados, seremos salvos pela sua vida.
11 ଅବ୍କା ସେତ୍କିସେ ନଏ, ମାପ୍ରୁ ଜିସୁକିରିସ୍ଟର୍ ତେଇଅନି ପରମେସର୍ ଜନ୍ ସବୁ କାମ୍ କଲାଆଚେ, ସେଟାର୍ ପାଇ ଆମର୍ ମନ୍ ଉଡୁକ୍ଦୁଡୁକ୍ ଆରି ସାର୍ଦାଇ ପୁରୁନ୍ ଅଇଆଚେ। ସେ ଜିସୁ ପରମେସର୍ ସଙ୍ଗ୍ ଆମ୍କେ ଆରିତରେକ୍ ମିସାଇଲା ଆଚେ ।
11 E não somente isso, mas também nos gloriamos em Deus por nosso Senhor Jesus Cristo, pelo qual agora temos recebido a reconciliação.
12 ପର୍ତମେ ଗଟେକ୍ ଲକ୍ସେ ପାପ୍ କରିରଇଲା । ଆରି ପାପର୍ ଲାଗି ମରନ୍ ଆଇଲା । ସବୁ ଲକ୍ ପାପ୍ କଲାର୍ ପାଇ ମରନ୍ ସବୁ ମୁନୁସ୍ ଜାତିକେ ଡାବିଅଇଲା ।
12 Portanto, assim como por um só homem entrou o pecado no mundo, e pelo pecado a morte, assim também a morte passou a todos os homens, porquanto todos pecaram.
13 ନିୟମ୍ ମିଲ୍ବା ଆଗ୍ତୁ ଲକ୍ମନ୍ ପାପ୍ କର୍ତେରଇଲାଇ । ମାତର୍ ନିୟମ୍ ନ ରଇବାଟାନେ ପାପର୍ ଇସାବ୍ ନ ଅଇତେରଇଲା ।
13 Porque antes da lei já estava o pecado no mundo, mas onde não há lei o pecado não é levado em conta.
14 ଆଦମର୍ ବେଲାଇଅନି ମସାର୍ ବେଲା ଜାକ, କେ ଆଦମର୍ ପାରା କାତା ନ ମାନି, ସେ କରି ରଇବା ପାପ୍ ପାରା ନ କରିରଇଲେ ମିସା, ସବୁ ଲକ୍ ମଲାଇ । ଜେ ଆଇବାର୍ ରଇଲା, ସେ ଆଦମର୍ ଗଟେକ୍ ରୁପ୍ ।
14 No entanto a morte reinou desde Adão até Moisés, mesmo sobre aqueles que não pecaram à semelhança da transgressão de Adão o qual é figura daquele que havia de vir.
15 ମାତର୍ ପରମେସରର୍ ଇସାବ୍ ନଇଲା ଦାନ୍ ଆରି ଆଦମର୍ ପାପ୍ ବିତ୍ରେ କେତେକ୍ କେତେକ୍ ଦୁର୍ ଆଚେ । ଗଟେକ୍ ଲକର୍ ପାପର୍ ପାଇ ବେସି ଲକର୍ ମରନ୍ ଅଇଲା । ମାତର୍ ପରମେସର୍ ତାର୍ ଜିବନ୍ଦୁକାଇଲାକେ, ଲକ୍ମନର୍ ପାଇ ଆରି ଗଟେକ୍ ଲକ୍କେ ଇନାମେ ଦେଲା । ସେ ବଡ୍ ଇନାମ୍ ଜିସୁ କିରିସ୍ଟର୍ ଜିବନ୍ ଦୁକାଇଲାକେ ପୁରାପୁରୁନ୍ ଅଇଲା ।
15 Mas não é assim o dom gratuito como a ofensa; porque, se pela ofensa de um morreram muitos, muito mais a graça de Deus, e o dom pela graça de um só homem, Jesus Cristo, abundou para com muitos.
16 ସେ ଗଟେକ୍ ପାପ୍ କାମ୍ ଅଇଲା ପଚେ ସବୁ ମୁନୁସ୍ ଜାତି ବିଚାର୍ନା ଜାଗାଇ ଟିଆଅଇ ଦସି ବଲାଇ ଅଇଲାଇ । ମାତର୍ ଏବେ ଜବର୍ ଲକର୍ ପାପର୍ ଲାଗି ଲକ୍ମନର୍ ଆସା ନ ରଇଲେ ମିସା, ପର୍ମେସର୍ ଦାନ୍ କଲାକେ ଦସି ନାଇ ବଲି ଏଜାଇଅଇଲାଇ ।
16 Também não é assim o dom como a ofensa, que veio por um só que pecou; porque o juízo veio, na verdade, de uma só ofensa para condenação, mas o dom gratuito veio de muitas ofensas para justificação.
17 ଏଲେମିସା ଗଟେକ୍ ମୁନୁସର୍ ପାପର୍ ପାଇ ସବୁ ଲକ୍କେ ମରନର୍ ଡଣ୍ଡ୍ ଆଇଲା । ମାତର୍ ସେ ଗଟେକ୍ ମୁନୁସ୍ ଜନ୍ଟାକି କିରିସ୍ଟ, ଜାଇଟା କଲାଆଚେ ସେଟା କେଡେକ୍ ବଡ୍ ବିସଇ ! ଜେତେକ୍ ଲକ୍ ପରମେସର୍ ବଡ୍ ଜିବନ୍ଦୁକାଇଲାଟା ଜବର୍ ଅଇତେ ଇନାମେ ମିଲାଇଆଚତ୍, ସେମନ୍ ଜିସୁକିରିସ୍ଟର୍ ବାଟେଅନି ସବୁ ଲକ୍ ତାର୍ଟାନେ ଦରମ୍ ବଲାଇ ଅଇବାଇ । ସେମନ୍ କିରିସ୍ଟର୍ ସଙ୍ଗ୍ ଜିତି କରି ଜିଉନା କାଉନା କରି ସାସନ୍ କର୍ବାଇ ।
17 Porque, se pela ofensa de um só, a morte veio a reinar por esse, muito mais os que recebem a abundância da graça, e do dom da justiça, reinarão em vida por um só, Jesus Cristo.
18 ଗଟେକ୍ ଲକର୍ ପାପ୍ ଜେନ୍ତି ଗୁଲାଇ ଲକ୍କେ ଡଣ୍ଡ୍ ଆନାଇଲା, ସେନ୍ତିସେ ଗଟେକ୍ ଲକର୍ ଦରମ୍ ଗୁଲାଇ ଲକର୍ପାଇ ମୁକ୍ତି ଆରି ନ ସାର୍ବା ଜିବନ୍ ଆନିଦେଲାଆଚେ ।
18 Portanto, assim como por uma só ofensa veio o juízo sobre todos os homens para condenação, assim também por um só ato de justiça veio a graça sobre todos os homens para justificação e vida.
19 ଗଟେକ୍ ଲକ୍ ଆଦେସ୍ ନ ମାନ୍ଲାର୍ ପାଇ ଜେନ୍ତିକି ସବୁ ଲକ୍ ପାପି ଅଇଲାଇ, ସେନ୍ତି ଗଟେକ୍ ଲକ୍ ଆଦେସ୍ ମାନ୍ଲେ ପରମେସରର୍ ମୁଆଟେ ଦରମ୍ ଲକ୍ ବଲାଇଅଇବାଇ ।
19 Porque, assim como pela desobediência de um só homem muitos foram constituídos pecadores, assim também pela obediência de um muitos serão constituídos justos.
20 ନିୟମ୍ ଚାଲ୍ଲାର୍ ପାଇ କାରାପ୍ କାମ୍ ବଡ୍ଲା । ମାତର୍ ପାପ୍ ବଡି ବଡି ଗାଲାକେ ପରମେସରର୍ ଜିବନ୍ଦୁକାନି ମିସା ବେସି ବଡ୍ଲା ।
20 Sobreveio, porém, a lei para que a ofensa abundasse; mas, onde o pecado abundou, superabundou a graça;
21 ପାପ୍ ଜେନ୍ତିକି ସବୁର୍ପାଇ ମରନର୍ ଡଣ୍ଡ୍ ଆନିରଇଲା, ସେନ୍ତି ପରମେସରର୍ ଜିବନ୍ଦୁକାନି ମାପ୍ରୁ ଜିସୁ କିରିସ୍ଟର୍ ସାଇଜେ ଅନି ଆମ୍କେ ଦରମ୍ ବାଟେ ଡାକିନେଇ ନ ସାର୍ବା ଜିବନ୍ ଦେଇସି ।
21 para que, assim como o pecado veio a reinar na morte, assim também viesse a reinar a graça pela justiça para a vida eterna, por Jesus Cristo nosso Senhor.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?