Romanos 7
DSO vs ARC
1 ଏ ବାଇବଇନିମନ୍, ଏବେ ମୁଇ ଜାଇଟା କଇବାକେ ଗାଲିନି, ସେଟା ଅଇଲାନି ନିୟମ୍ । ନିୟମ୍ କାଇଟା ବଲି ତମେ ବୁଜିପାରାସ୍, ତାର୍ ଅରତ୍ ମିସା ଜାନାସ୍ । ମୁନୁସ୍ ଅବ୍କା ତାର୍ ଜିଇବା କାଇବା ଦିନ୍ ଜାକ ନିୟମର୍ ତଲେ ରଇସି ।
1 Não sabeis vós, irmãos (pois que falo aos que sabem a lei), que a lei tem domínio sobre o homem por todo o tempo que vive?
2 ବିବା ଅଇବା ବିସଇ ଦେକ୍ଲେ, ମୁନୁସ୍ ବଁଚି ରଇବା ଜାକ, ତାର୍ ମାଇଜି ସଙ୍ଗ୍ ବିବା ବାନ୍ଦନେ ବାନ୍ଦିଅଇରଇସି । ମାତର୍ ମୁନୁସ୍ ମରିଗାଲା ପଚେ ତାର୍ ମାଇଜି ଏ ନିୟମେଅନି ମୁକଲ୍ସି ।
2 Porque a mulher que está sujeita ao marido, enquanto ele viver, está-lhe ligada pela lei; mas, morto o marido, está livre da lei do marido.
3 ସେ ବଁଚି ରଇଲା ବେଲେ, ତାର୍ ମାଇଜି ଜଦି ବିନ୍ ମୁନୁସ୍କେ ବିବା ଅଇସି, ତେବେ ତାକେ ଚାଡ୍ରି ବଲି କଇବାଇ, ମାତର୍ ମୁନୁସର୍ ମରନ୍ ପଚେ ବିନ୍ ମୁନୁସ୍କେ ବିବା ଅଇଲେ, ତାକେ ଆରି ଚାଡ୍ରି ବଲି ନ କଅତ୍ । ନିୟମ୍ ଇସାବେ ସେ ଗଟେକ୍ ମୁକ୍ଲି ରଇବା ମାଇଜି ।
3 De sorte que, vivendo o marido, será chamada adúltera se for doutro marido; mas, morto o marido, livre está da lei e assim não será adúltera se for doutro marido.
4 ଏ ମର୍ ବାଇବଇନିମନ୍, ତମେ ମିସା ସମାନ୍ ସେନ୍ତାରିସେ । ନିୟମ୍ ଇସାବେ କିରିସ୍ଟର୍ ଗାଗ୍ଡେ ମିସ୍ଲାର୍ପାଇ ତମେମିସା ମରିଆଚାସ୍ । ଏବେ ତମେ ତାର୍ଟା । ପର୍ମେସର୍ ତାକେ ମରନେଅନି ଉଟାଇଆଚେ । ଜେନ୍ତାରିକି ତାର୍ ସେବାକାମେ ଆମେ ମିସା ମିସ୍ବୁ ।
4 Assim, meus irmãos, também vós estais mortos para a lei pelo corpo de Cristo, para que sejais doutro, daquele que ressuscitou de entre os mortos, a fim de que demos fruto para Deus.
5 ଜେତେଦିନ୍ ଜାକ ଆମେ ଗାଗଡ୍ ମନ୍ କଲା ଇସାବେ ବାନ୍ଦିଅଇରଇଲୁ, ନିୟମ୍ ଆମ୍କେ ନାଇ ବଲି କଇତେରଇଲା । ସେଟା ଆମର୍ ପାପ୍ ଅଦିକ୍ ଅଦିକ୍ କରାଇତେ ରଇଲା । ଆରି ଆମେ ମରନ୍ ବାଟେ ଜାଇତେରଇଲୁ ।
5 Porque, quando estávamos na carne, as paixões dos pecados, que são pela lei, operavam em nossos membros para darem fruto para a morte.
6 ଏବେ ଆମେ ନିୟମର୍ ସାସନେଅନି ମୁକଲ୍ଲୁ ଆଚୁ, କାଇକେବଇଲେ ଜନ୍ଟା ଆମ୍କେ ଦିନେକ୍ ବନ୍ଦି କରି ସଙ୍ଗାଇରଇଲା, ସେଟା ଆମର୍ ବିତ୍ରେ ମରିଗାଲାଆଚେ । ଆମେ ଆରି ଆଗ୍ତୁର୍ ପାରା ଲେକାଅଇଲା ନିୟମ୍ ଇସାବେ ପର୍ମେସର୍କେ ସେବାକରୁ ନାଇ । ଏବେ ସୁକଲ୍ ଆତ୍ମା ଦେକାଇଲା ବାଟେ ଇଣ୍ଡ୍ଲୁନି ।
6 Mas, agora, estamos livres da lei, pois morremos para aquilo em que estávamos retidos; para que sirvamos em novidade de espírito, e não na velhice da letra.
7 ତେବେ ଆମେ କାଇଟା ବଲି କଉଁ, ନିୟମେସେ ପାପ୍ ଆଚେ କି ? ସେଟା ସତଇସେ ନଏଁ । ମାତର୍ ପାପ୍ କାଇଟା ? ସେଟା, ମକେ ନିୟମ୍ ଜାନାଇଦେଲା ଆଚେ । “ବିନ୍ ଲକର୍ ଦିନ୍ସୁ ଲବାଇବାର୍ ନାଇ ।” ଏ ଆଦେସ୍ ଜଦି ନିୟମ୍ତେଇ ନ ରଇତା, ଲବାଇବାଟା କାଇଟା ବଲି ମୁଇ ନାଜାନ୍ତି ।
7 Que diremos, pois? É a lei pecado? De modo nenhum! Mas eu não conheci o pecado senão pela lei; porque eu não conheceria a concupiscência, se a lei não dissesse: Não cobiçarás.
8 ମାତର୍ ଉପ୍ରର୍ ଆଦେସର୍ ସୁବିଦାନେଇ ପାପ୍ ମର୍ ବିତ୍ରେ ବିନ୍ବିନ୍ ରକାମର୍ କାରାପ୍ ମନ୍ କର୍ବାଟା ଜନ୍ମାଇଲା । ନିୟମ୍କେ ଚାଡିଦେଲେ ପାପ୍ ମଲା ସମାନ୍ ଆଚେ ।
8 Mas o pecado, tomando ocasião pelo mandamento, despertou em mim toda a concupiscência: porquanto, sem a lei, estava morto o pecado.
9 ଗଟେକ୍ ବେଲାଇ, ମୁଇ ନିୟମ୍ ନାଜାନି କରି ଜିଇତେ ରଇଲି, ନିୟମ୍ ଜାନ୍ଲା ପଚେ ପାପ୍ ପୁର୍ଲା,
9 E eu, nalgum tempo, vivia sem lei, mas, vindo o mandamento, reviveu o pecado, e eu morri;
10 ଆରି ମୁଇ ମରିଗାଲି । ଜନ୍ ନିୟମ୍ ଜିବନ୍ ଦେବାକେ ଟିକ୍ କରିରଇଲା, ସେଟା ମର୍ ପାଇ ମରନ୍ ଆନ୍ଲା ।
10 e o mandamento que era para vida, achei eu que me era para morte.
11 କାଇକେବଇଲେ ନିୟମର୍ ସୁବିଦା ନେଇ ମକେ ପାପ୍ ନାଡାଇଲା ଆରି ମରାଇଲା ।
11 Porque o pecado, tomando ocasião pelo mandamento, me enganou e, por ele, me matou.
12 ନିୟମ୍ ପର୍ମେସରର୍ଟାନେଅନି ଆଇଲାକେ ସୁକଲ୍ ଆଚେ । ତାର୍ ଆଦେସ୍ ସବୁ ସୁକଲ୍, ଟିକ୍ ଆରି ବେସି ନିକ ।
12 Assim, a lei é santa; e o mandamento, santo, justo e bom.
13 ସେନ୍ତିଆଲେ ଜନ୍ଟା ନିକ, ସେଟା କାଇକେ ମର୍ ମରନ୍ ଆନ୍ବାଟା ଅଇରଇଲା ? ସେନ୍ତାରି କେବେ ନ ଅ । ମାତର୍ ପାପର୍ ମରନ୍ ଅଇଲା । ତାର୍ ନିୟମ୍, ଜେନ୍ତିକି ଆମର୍ ପାପ୍ କେତେକ୍ କାରାପ୍ ଆଚେବଲି ଡିସାଇବାକେ ପର୍ମେସରର୍ ଜଜ୍ନା ରଇଲା । ତେବର୍ପାଇ ତାର୍ ନିୟମର୍ଲାଗି ଏଟା ସାଦନ୍ କଲା ।
13 Logo, tornou-se-me o bom em morte? De modo nenhum! Mas o pecado, para que se mostrasse pecado, operou em mim a morte pelo bem, a fim de que pelo mandamento o pecado se fizesse excessivamente maligno.
14 ଆମେ ଜାନୁ ଜେ, ନିୟମ୍ ଆତ୍ମାଇ ଆଇସି, ମାତର୍ ମୁଇ ମର୍ ଗାଗଡ୍ ମନ୍ କଲାଟାକେ ମାନ୍ଲାର୍ପାଇ ପାପର୍ ଗତିଦାଙ୍ଗ୍ଡା ଅଇଲିଆଚି ।
14 Porque bem sabemos que a lei é espiritual; mas eu sou carnal, vendido sob o pecado.
15 ମୁଇ ଜନ୍ଟା କଲିନି, ସେଟା ବୁଜି ନାଇ, ମାତର୍ ଜନ୍ ନିକ କାମ୍ କର୍ବାକେ ମନ୍ କଲିନି ସେଟାସେ କରିନାପାର୍ଲିନି । ଆରି ଜନ୍ କାରାପ୍ କାମ୍ କର୍ବାକେ ମୁଇ ମୁଲ୍କେ ମନ୍ କରି ନାଇ, ସେଟାସେ କଲିନି ।
15 Porque o que faço, não o aprovo, pois o que quero, isso não faço; mas o que aborreço, isso faço.
16 ମାତର୍ ମୁଇ ମନ୍ ନ କରି ରଇବା କାମ୍ କର୍ବାର୍ ଲାଗି, ନିୟମ୍ ଟିକ୍ ଆଚେ ବଲି ମାନ୍ଲିନି ।
16 E, se faço o que não quero, consinto com a lei, que é boa.
17 ସେଟାର୍ ପାଇ ଏ ସବୁ ଜାକ କାମ୍ ମୁଇ କରି ନାଇ । ମର୍ ବିତ୍ରେ ରଇବା ପାପ୍ସେ ସେଟା କଲାନି ।
17 De maneira que, agora, já não sou eu que faço isto, mas o pecado que habita em mim.
18 ମର୍ ଗାଗଡର୍ କାରାପ୍ ମନ୍ କର୍ବାଟାନେଅନି କାଇମିସା ନିମାନ୍ ବିସଇ ନ ଆସେ ବଲି ମୁଇ ଜାନ୍ଲିନି । କାଇକେବଇଲେ ନିକ କାମ୍ କର୍ବାକେ ମନ୍ ରଇଲେ ମିସା ସେଟା କରି ନାପାର୍ଲିନି ।
18 Porque eu sei que em mim, isto é, na minha carne, não habita bem algum; e, com efeito, o querer está em mim, mas não consigo realizar o bem.
19 ସେଟାର୍ ପାଇ ଜନ୍ ନିକ କାମ୍ କର୍ବାକେ ମୁଇ ମନ୍ କଲିନି, ସେ କାମ୍ ନ କରି, ଜନ୍ କାରାପ୍ କାମ୍ କର୍ବାକେ ମୁଲ୍କେ ମନ୍ ନାଇ, ସେଟାସେ କଲିନି ।
19 Porque não faço o bem que quero, mas o mal que não quero, esse faço.
20 ଜଦି ମୁଇ ମନ୍ ନ କର୍ବାଟା କରିଲାଗି ଆଚି, ସେନ୍ତାର୍ଆଲେ ଜାଇଟା କଲିନି, ସେଟା ମୁଇ ସତଇସେ କରିନାଇ, ମର୍ ବିତ୍ରେ ରଇଲା ପାପ୍ସେ ସେଟା କଲାନି ।
20 Ora, se eu faço o que não quero, já o não faço eu, mas o pecado que habita em mim.
21 ଏଟା ମର୍ ବିତ୍ରେ ଗଟେକ୍ କାମ୍କର୍ବା ନିୟମ୍ ବଲି ମନେ ଅଇଲାନି । ଜନ୍ଟା ନିକ, ସେଟା ମୁଇ କର୍ବାକେ ଗାଲାବେଲେ, ଅବ୍କା କାରାପ୍ ବିସଇସେ କଲିନି ।
21 Acho, então, esta lei em mim: que, quando quero fazer o bem, o mal está comigo.
22 ପରମେସରର୍ ନିୟମ୍ ନାମ୍ବାକେ ମୁଇ ବେସି ମନ୍ କଲିନି,
22 Porque, segundo o homem interior, tenho prazer na lei de Deus.
23 ମାତର୍ ମର୍ ମନ୍ କଲା ବିରଦେ ମର୍ ଗାଗଡ୍ ତେବାଇବା ବିଦି ସବୁବେଲେ ଜୁଇଦ୍ କଲାନି । ମର୍ ଗାଗ୍ଡେ କାମ୍କର୍ତେ ରଇବା ସବୁ ପାପ୍ ମକେ ବନ୍ଦି କରି ସଙ୍ଗଇଲା ଆଚେ ।
23 Mas vejo nos meus membros outra lei que batalha contra a lei do meu entendimento e me prende debaixo da lei do pecado que está nos meus membros.
24 କେଡେ କରମ୍ ନଇଲା ଲକ୍ ମୁଇ ! ମରନର୍ ମୁଏଁ ଜିକିନେବା ଏ ଗାଗଡର୍ ଚଲାଚଲ୍ତି ଅନି କେ ମକେ ମୁକ୍ଲାଇସି ?
24 Miserável homem que eu sou! Quem me livrará do corpo desta morte?
25 ପରମେସର୍ ଦନିଅବାଦ୍ ପାଅ ! ମାପ୍ରୁ ଜିସୁ କିରିସ୍ଟର୍ ଲାଗି ମୁଇ ଉଦାର୍ ପାଇଆଚି ।
25 Dou graças a Deus por Jesus Cristo, nosso Senhor. Assim que eu mesmo, com o entendimento, sirvo à lei de Deus, mas, com a carne, à lei do pecado.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?