Salmos 139

GL_ORIYA

1 ହେ ସଦାପ୍ରଭୁ, ତୁମ୍ଭେ ମାେତେ ପରୀକ୍ଷା କରିଅଛ। ତୁମ୍ଭେ ମାରେ ସମସ୍ତ ବିଷଯରେ ଜାଣିଅଛ।

2 ତୁମ୍ଭେ ଜାଣ ଯେତବେେଳେ ମୁଁ ବସେ ଏବଂ ଯେତବେେଳେ ମୁଁ ଛିଡ଼ା ହୁଏ। ୟଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମାରେ ମନକଥା ଜାଣ।

3 ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ୟାଏ ଏବଂ କେତବେେଳେ ମୁଁ ତଳେ ପଡ଼େ। ମୁଁ ୟାହା କିଛି କରୁଛି ତାହାସବୁ ତୁମ୍ଭେ ଜାଣ।

4 ହେ ସଦାପ୍ରଭୁ, ମାେ ମୁହଁରୁ ଶବ୍ଦ ବାହାରିବା ପୂର୍ବରୁ ତୁମ୍ଭେ ଜାଣ ୟେ, ମୁଁ କ'ଣ କହିବାକୁ ଯାଉଛି।

5 ସଦାପ୍ରଭୁ ତୁମ୍ଭେ ମାରେ ଚତୁପାଶର୍‌ବରେ ଅଛ, ମାେ ଆଗରେ ଓ ପଛରେ ଅଛ। ତୁମ୍ଭେ ଆପଣା ସୁରକ୍ଷାର ହାତ ମାେ ଉପରେ ରଖିଥାଅ।

6 ମୁଁ ଆଶ୍ଚର୍ୟ୍ଯ ହୁଏ ୟେ, ତୁମ୍ଭେ ୟାହାସବୁ ଜାଣ। ମୁଁ ତାକୁ ବୁଝିପାରେ ନାହିଁ।

7 ମୁଁ ୟୁଆଡ଼େ ୟାଏ, ତୁମ୍ଭର ଆତ୍ମା ସବୁଠାରେ ଥାଏ। ମୁଁ ତୁମ୍ଭର ଉପସ୍ଥିତିରୁ ଖସିୟାଇ ପାରିବି ନାହିଁ।

8 ହେ ସଦାପ୍ରଭୁ ୟଦି ମୁଁ ସ୍ବର୍ଗକୁ ୟାଏ ତବେେ ତୁମ୍ଭେ ସଠାେରେ ଥାଅ। ୟଦି ମୁଁ ପାତାଳକୁ ୟାଏ, ତବେେ ସଠାେରେ ମଧ୍ଯ ତୁମ୍ଭେ ଅଛ।

9 ସଦାପ୍ରଭୁ ମୁଁ ୟଦି ପୂର୍ବକୁ ୟାଏଁ ଯେଉଁଠାରେ ସୂର୍ୟ୍ଯ ଉଦଯ ହେଉଅଛି। ୟଦି ମୁଁ ପଶ୍ଚିମରେ ସମୁଦ୍ରର ପ୍ରାନ୍ତ ସୀମାକୁ ୟାଏ,

10 ସଠାେରେ ମଧ୍ଯ ତୁମ୍ଭର ହସ୍ତ ମାେତେ ଆଗକୁ ନଇେଥାନ୍ତା ଏବଂ ତୁମ୍ଭର ଦକ୍ଷିଣ ହସ୍ତ ହୁଏତ ମାେତେ ଧରିଥାନ୍ତା।

11 ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ଲୁଚିବା ପାଇଁ ଚେଷ୍ଟା କରି କୁ ହେ, ୟଦି ରାତ୍ରି ଦିନରେ ପରିଣତ ହେଲା ତବେେ ଅନ୍ଧକାର ନିଶ୍ଚିତ ଭାବରେ ମାେତେ ଆଚ୍ଛାଦନ କରିବ।

12 କିନ୍ତୁ ସଦାପ୍ରଭୁ, ଏପରିକି ଅନ୍ଧକାର ତୁମ୍ଭପାଇଁ ଅନ୍ଧକାର ନୁହେଁ। ରାତ୍ରି ହେଉଛି ଦିନ ଭଳି ଉଜ୍ଜ୍ବଳ। ଅନ୍ଧକାର ଏବଂ ଉଜ୍ଜ୍ବଳ ହେଉଛି ତୁମ୍ଭ ପାଇଁ ସମାନ।

13 ସଦାପ୍ରଭୁ ତୁମ୍ଭେ ମାରେ ସମଗ୍ର ଅଂଶକୁ ତିଆରି କଲ। ତୁମ୍ଭେ ମାେତେ ମାେ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।

14 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ଯବାଦ ଦିଏ କାରଣ ତୁମ୍ଭେ ମାେତେ ଏଭଳି ଏକ ଆଶ୍ଚର୍ୟ୍ଯଜନକ ପଥରେ ତିଆରି କରିଅଛ। ମୁଁ ଭଲ ଭାବରେ ଜାଣେ ୟେ, ତୁମ୍ଭର କାମ ଅଦ୍ଭୁତ ଅଟେ।

15 ଯେତବେେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତବେେଳେ ମାରେ ଗଠିତ ହେଉଥିଲା, ସେତବେେଳେ ତୁମ୍ଭେ ମାରେ ଅସ୍ଥି ପିଞ୍ଜରାକୁ ଦେଖିଲ।

16 ତୁମ୍ଭେ ପ୍ରେତ୍ୟକକ ଦିନ ମାରେ ଶରୀରର ବୃଦ୍ଧିକୁ ମାରେ ମାତୃଗର୍ଭରେ ଦେଖିଲ। ତୁମ୍ଭ ପ୍ରେତ୍ୟକକ ଅଙ୍ଗ ପ୍ରତ୍ଯଙ୍ଗକୁ ମାେ ତାଲିକାଭୁକ୍ତ କଲ ଏବଂ ସଗେୁଡ଼ିକ ମଧ୍ଯରୁ ଗୋଟିଏ ହେଲେ ବି ବାଦ୍ ଦଇେ ନାହଁ।

17 ପରମେଶ୍ବର, ତୁମ୍ଭର ଚିନ୍ତାଧାରା ମାେ ପାଇଁ ବୁଝିବା କଷ୍ଟକର ଅଟେ। ତହିଁରେ ସଗେୁଡ଼ିକ ଗଣନା କରାୟାଇ ପାରିବ ନାହିଁ।

18 ତୁମ୍ଭେ ୟାହା କିଛି ଜାଣ, ସେ ସବୁକୁ ୟଦି ମୁଁ ଗଣିପାରୁଥା'ନ୍ତି, ତା' ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହବେ, କିନ୍ତୁ ୟଦି ମୁଁ ତାହା ଗଣିପାରିବି, ତା' ହେଲେ ମୁଁ ତୁମ୍ଭକୁ ଏପର୍ୟ୍ଯନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା'ନ୍ତି।

19 ହେ ପରମେଶ୍ବର, ଦୁଷ୍ଟ ଲୋକମାନଙ୍କୁ ହତ୍ଯା କର। ହେ ହତ୍ଯାକାରୀଗଣ, ମାଠାରୁେ ତୁମ୍ଭେ ଦୂରଇେ ୟାଅ।

20 ସହେି ଦୁଷ୍ଟ ଲୋକମାନେ ତୁମ୍ଭ ବିଷଯରେ ଖରାପ ମନ୍ତବ୍ଯ ଦେଉଛନ୍ତି। ତୁମ୍ଭର ଶତ୍ରୁମାନେ ତୁମ୍ଭର ନାମକୁ ଭୁଲ୍ ଭାବରେ ବ୍ଯବହାର କରନ୍ତି।

21 ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ମୁଁ ସହେି ଲୋକମାନଙ୍କୁ ଘୃଣା କରେ। ଯେଉଁମାନେ ତୁମ୍ଭ ବିରୁଦ୍ଧରେ ୟାଆନ୍ତି, ସହେି ଲୋକମାନେ ମାରେ ଶତ୍ରୁ।

22 ମୁଁ ସମାନଙ୍କେୁ ସମ୍ପୂର୍ଣ୍ଣ ରୂପେ ଘୃଣା କରେ। ତୁମ୍ଭର ଶତ୍ରୁ ମଧ୍ଯ ମାରେ ଶତ୍ରୁ ଅଟନ୍ତି।

23 ପରମେଶ୍ବର, ମାେ ପ୍ରତି ଦୃଷ୍ଟି ଦିଅ ଏବଂ ମାରେ ମନ କଥା ପଢ଼। ମାେତେ ପରୀକ୍ଷା କର ଏବଂ ମାେ ହୃଦଯକୁ ଜାଣ।

24 ଏହା ନିଶ୍ଚିତ କର ୟେ, ମୁଁ କୌଣସି ଦୁଷ୍ଟତାର ବାଟରେ ୟାଇ ନାହିଁ। ମାେତେ ସହେି ବାଟରେ ଆଗଇେ ନିଅ, ୟାହା ସବୁଦିନ ପାଇଁ ସତ୍ଯ ହାଇେଅଛି।

Ler em outra tradução

Comparar lado a lado