Salmos 46

Oriya Bible (GL_ORIYA) vs AAI

Ler a explicação de Salmos 46

1 ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।

2 ତଣେୁ ଯେତବେେଳେ ଭୂମି କମ୍ପତ ହୁଏ ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହବୋ ନାହିଁ।

3 ଯେତବେେଳେ ସମୁଦ୍ର ଅଶାନ୍ତ ଓ ଅଧିକାର ହାଇୟୋଏ ଏବଂ ପର୍ବତଗୁଡ଼ିକ ଥରିଉେଠ, ତଥାପି ଆମ୍ଭେ ଭୟଭୀତ ହବୋ ନାହିଁ।

4 ଏପରି ଏକ ନଦୀ ଅଛି ୟାହାର ପବିତ୍ର ଜଳଧାରା ସର୍ବୋପରିସ୍ଥ ପରମେଶ୍ବରଙ୍କ ନଗରୀକୁ ଆନନ୍ଦିତ କରୁଛି।

5 ପରମେଶ୍ବର ସହେି ନଗରୀରେ ବାସ କରନ୍ତି। ଏହା କବେେ ବି ଧ୍ବଂସ ପାଇବ ନାହିଁ। ପରମେଶ୍ବର ଏପରିକି ସୂର୍ୟେ୍ଯାଦଯ ପୂର୍ବରୁ ସାହାୟ୍ଯ କରିବାକୁ ଉପସ୍ଥିତ ଥାନ୍ତି।

6 ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ଯମାନେ ଭୟରେ କମ୍ପି ଉଠନ୍ତି। ସହେି ରାଜ୍ଯସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହବେ।

7 ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।

8 ସଦାପ୍ରଭୁ ସୃଷ୍ଟି କରିଥିବା ସହେି ଆଶ୍ଚର୍ୟ୍ଯଜନକ ବସ୍ତୁକୁ ଦେଖ। ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ବଂସ କରିପାରନ୍ତି।

9 ସଦାପ୍ରଭୁ ଏ ପୃଥିବୀର ୟେକୌଣସି ସ୍ଥାନରେ ଚାହିଁଲେ ୟୁଦ୍ଧ ବନ୍ଦ କରିପାରିବେ। ୟଦି ସେ ଚା ହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରିପାରିବେ, ସେ ଢ଼ାଲକୁ ପୋଡ଼ି ଦଇପୋରିବେ।

10 ପରମେଶ୍ବର କହନ୍ତି, ୟୁଦ୍ଧ ବନ୍ଦ କର, ମନରେଖ ମୁଁ ହେଉଛି ପରମେଶ୍ବର। ମୁଁ ରାଜ୍ଯମାନଙ୍କୁ ପରାସ୍ତ କରିଛି। ପୃଥିବୀକୁ ମୁଁ ନିଯନ୍ତ୍ରଣ କଲେ।

11 ସହେି ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରଯ ସ୍ଥଳ।

Ler em outra tradução

Comparar lado a lado

Estude este capítulo no WhatsApp

Peça à IA da Bíblia Fala para explicar Salmos 46, comparar traduções ou montar um estudo — tudo direto pelo WhatsApp.